Pravat Balabantaray Resign: ଧର୍ମଶାଳା ରାଜନୀତିରେ ହଲଚଲ୍; ବ୍ଲକ୍ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ…
ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ । ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ । ଅନାସ୍ଥା ପ୍ରସ୍ତାବ ଭୋଟିଂ ପୂର୍ବରୁ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ପ୍ରଭାତ ।
ସେ ବିଡିଓଙ୍କ ନିକଟରେ ତାଙ୍କର ଇସ୍ତଫା ପତ୍ର ଦାଖଲ…