ପୋଲିସ ସାଧାରଣ ଲୋକଙ୍କ ପ୍ରତି ବନ୍ଧୁତ୍ୱପୂର୍ଣ୍ଣ ବ୍ୟବହାର ପ୍ରଦର୍ଶନ କରନ୍ତୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଉଦଯାପିତ ହେଲା ଦୁଇ ଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ସମ୍ମିଳନୀ । ଭୁବନେଶ୍ୱର ଲୋକସେବା ଭବନ କନ୍ଭେନସନ ସେଣ୍ଟର ଠାରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନିଆ ରାଜ୍ୟ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀ ଆଜି ଉଦଯାପିତ ହୋଇଛି ।
ଉଦଯାପନୀ…