ଏସଟିଏଫର ରେଡ୍, ଜବତ ହେଲା ୧ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର
କଟକ: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଅଂଶୁପା ହ୍ରଦ ନିକଟରେ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଚଢ଼ାଉ କରି ୧ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଛି। ରବିବାର ଏସଟିଏଫର ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି।
ଏସଟିଏଫର ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ କଟକ ଜିଲ୍ଲା…