୪୪ ତମ ସଫ୍ଟବଲ ପ୍ରତିଯୋଗିତା ଉଦଘାଟିତ
ପୁରୀ : ତାଳବଣିଆ ସ୍ପୋର୍ଟ୍ସ କମ୍ପେ୍ଲକ୍ସଠାରେ ଆଜିଠାରୁ ୫ ଦିନିଆ ୪୪ ତମ ଜାତୀୟ ସଫ୍ଟବଲ ପୁରୁଷ ଓ ମହିଳା ଚାମ୍ପିୟନଶିପ ଆରମ୍ଭ ହୋଇଛି । ଉଦଘାଟନର ପ୍ରାରମ୍ଭରେ ଦିଲ୍ଲୀର ସିନିୟର ଅମ୍ପାୟର ଗୋପାଳ ସିଂ ଙ୍କ ବିୟୋଗରେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ସାଂସ୍କୃତିକ…