ପଦମପୁରରେ ବର୍ଷାଙ୍କ ପାଇଁ ଭୋଟ ମାଗିଲେ ନବୀନ
ପଦମପୁର(ବରଗଡ): ଜୟ ନରସିଂହନାଥ..ଗଙ୍ଗାଧର ମେହରଙ୍କର ଏ ପବିତ୍ର ମାଟିକୁ ମୋର ଜୁହାର…ଏମିତି କହି ପଦମପୁରରେ ଦଳ ପାଇଁ ଭୋଟ ମାଗିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପଦ୍ମପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ବର୍ଷା ସିଂହ ବରିହାଙ୍କ ପାଇଁ ଆଜି ପ୍ରଚାର ମୈଦାନକୁ ଓହ୍ଲାଇଥିଲେ…