ଜାମିନ୍ ପାଇଁ ଉପର କୋର୍ଟକୁ ଗଲେ ଅର୍ଚ୍ଚନା, ଜଗବନ୍ଧୁଙ୍କ ଜାମିନ୍ ଆବେଦନ ଖାରଜ
ଭୁବନେଶ୍ୱର: ଜେଲରେ ବିଚଳିତ ହୋଇ ପଡ଼ିଲେଣି ଅର୍ଚ୍ଚନା ଓ ଜଗବନ୍ଧୁ । ଛାଟିପିଟି ହେଉଛନ୍ତି ବାହାରକୁ ବାହାରିବା ଲାଗି । ଜାମିନରେ ମୁକୁଳିବା ଲାଗି ବାରମ୍ବାର କୋର୍ଟରେ ଆବେଦନ କରୁଛନ୍ତି । ଅନ୍ୟପଟେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଲିଙ୍କରେ ଇଡି ସ୍କାନରକୁ ଆସୁଛନ୍ତି ଅନେକ ବଡ଼ ବଡ଼ିଆ । ଯାହାକି…