Latest Odisha News

BREAKING NEWS

ଆତଙ୍କ ଖେଳାଇଲା ମହୁମାଛି ; ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର : ରଜାମରା ଗାଁରେ ମହୁମାଛି ଆତଙ୍କ ।  ମହୁମାଛି ଆକ୍ରମଣରେ ଚାଲିଗଲା ଜଣେ ନାବାଳକର ଜୀବନ । ଏକମାତ୍ର ପୁଅକୁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଛି ମା  । ମୃତ ନାବାଳକ ଜଣକ ହେଉଛନ୍ତି ରଜାମରା ଗାଁର ପିଙ୍କୁ ରଣାଙ୍କ ୧୩ ବର୍ଷୀୟ ଏକମାତ୍ର ପୁଅ ଗୌରୀଶଙ୍କର ରଣା । ସୂଚନା ଅନୁଯାୟୀ ଗତକାଲି…

କିଏ କାହା ଟ୍ରାପରେ ? ପ୍ରମୋଦ ସ୍ୱାଇଁଙ୍କ ବୟାନ ପରେ ନୂଆ ଦ୍ୱନ୍ଦ୍ୱ

ଭୁବନେଶ୍ୱର : ଅର୍ଚ୍ଚନା ନାଗ ମାମଲାରେ ଇଡି କରୁଛି ଖୋଳତାଡ଼ । ପ୍ରଡ୍ୟୁସର ପ୍ରମୋଦ ସ୍ୱାଇଁଙ୍କୁ ଇଡି କରିଛି ଜେରା । ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି । ଫିଲ୍ମ ପ୍ରଯୋଜକ ପ୍ରମୋଦ ସ୍ୱାଇଁଙ୍କ ନାଁରେ ଏତଲା କରିଥିଲେ ଅର୍ଚ୍ଚନା । ୨୦୧୭ ନଭେମ୍ୱର ୧୬ ତାରିଖରେ ଭୁବନେଶ୍ୱର ମହିଳା…

ପାକିସ୍ତାନ ଆର୍ମି ମୁଖ୍ୟ ଦାୟିତ୍ୱ ନେଲେ ଜେନେରାଲ ଆସିମ ମୁନିର

ଇସଲାମାବାଦ୍: ପାକିସ୍ତାନର ୧୭ତମ ଆର୍ମି ଚିଫ୍ ହେଲେ ଆସିମ ମୁନିର । ଅବସରେ ନେଲେ ଜାବେଦ ବାଜଓ୍ୱା । ବ୍ୟାଟନ ଅଫ୍ କମାଣ୍ଡ ବା କମାଣ୍ଡ ଷ୍ଟିକ୍ ହସ୍ତାନ୍ତର କରିବା ପରେ ଆର୍ମି ମୁଖ୍ୟ ହୋଇଛନ୍ତି ଆସିମ ମୁନିର । ରାଓ୍ୱଲପିଣ୍ଡିରେ ସ୍ୱତନ୍ତ୍ର ଉତ୍ସବରେ କମାଣ୍ଡ ଷ୍ଟିକ୍ ହସ୍ତାନ୍ତର ହୋଇଛି ।…

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ତାୱାରେ ପିଟି ହତ୍ୟା କଲା ସ୍ୱାମୀ

ନୂଆଦିଲ୍ଲୀ : ସ୍ୱାମୀ  ସ୍ତ୍ରୀ ସମ୍ପର୍କ ହେଉଛି ପବିତ୍ର ବନ୍ଧନ । ପ୍ରତ୍ୟେକ ଘରେ ସ୍ୱାମୀ  ସ୍ତ୍ରୀ ମଧ୍ୟରେ ଛୋଟ ମୋଟ ଝଗଡ଼ା ଲାଗି ରହିଥାଏ  । ତେବେ ଏହାରି ଭିତରେ ପରକୀୟା ପ୍ରୀତିକୁ ନେଇ ସ୍ତ୍ରୀକୁ ନୃଶଂସ ଭାବେ ହତ୍ୟା କରିଛି ସ୍ବାମୀ  । ଏଭଳି ଅମାନବୀୟ ଘଟଣା ମୁମ୍ବାଇର ଭଣ୍ଡୁପରେ…

ରେକର୍ଡ ବଜାୟ ରଖୁଛି ସେମିଳିଗୁଡା: ୭.୪ ଡିଗ୍ରୀ ରହିଛି ପାରଦ

ଭୁବନେଶ୍ୱର: ରାଜ୍ୟରେ ପାରଦ ନିମ୍ନମୁଖୀ ହୋଇଛି । ଫଳରେ ଶୀତ ବଢିବାରେ ଲାଗିଛି । ଗତକାଲିର ରାତି ତାପମାତ୍ରା ରେକର୍ଡ ଅନୁସାରେ ସେମିଳିଗୁଡାରେ ପାରଦ ୭.୪ ଡିଗ୍ରୀକୁ ଖସିଥିଲା । ଜି.ଉଦୟଗିରି ୯ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡି ୯.୫ ଡିଗ୍ରୀ, ନବରଙ୍ଗପୁର ଓ କିରେଇରେ ୧୦ ଡିଗ୍ରୀ, କୋରାପୁଟ…

ଭାରତୀୟ ଏୟାରପୋର୍ଟରୁ ଗିରଫ ହେଲେ ପୂର୍ବତନ ରୁଷ ମନ୍ତ୍ରୀ

ଡେରାଡୁନ: ଭାରତରେ ଗିରଫ ହେଲେ ପୂର୍ବତନ ରୁଷ ମନ୍ତ୍ରୀ । ଡେରାଡୁନ ଏୟାର ପୋର୍ଟରୁ ଦିନ ତାଙ୍କୁ ଗିରଫ କରାଯାଇଛି । ରୁଷ ମନ୍ତ୍ରୀ ବିକ୍ଟର ସେମେନୋବ ରବିବାର ସନ୍ଧ୍ୟାରେ ଯଥେଷ୍ଟ ପ୍ରମାଣ ପତ୍ର ନ ଦେଇ ଏକ ସାଟେଲାଇଟ ଫୋନ ନେଇ ଏୟାରପୋର୍ଟ ଯାଇଥିବାରୁ  ତାଙ୍କୁ ଗିରଫ କରାଯାଇଛି । ଅନୁମତି…

ପୁସ୍ତକ ପରିଚୟ : କବିତା ଭଳି ଶବ୍ଦ ମେଘରେ

ଶୁଭ ନାରାୟଣ ସ୍ୱାଇଁଙ୍କ ସମୀକ୍ଷା  କବିତା ଭଳି ଶବ୍ଦ ମେଘରେ କବି :ଶ୍ରୀ ମାନସ ରଞନ ମହାପାତ୍ର ପ୍ରକାଶକ : ଦକ୍ଷ ବୁକ୍ସ ପ୍ରଥମ ପ୍ରକାଶ : ୨୦୨୧ ପୃଷ୍ଠା ସଂଖ୍ୟା : ୧୨୪ ମୂଲ୍ୟ : ୧୪୦ ଟଙ୍କା ମାତ୍ର ବରିଷ୍ଠ କବି ତଥା ନେସନାଲ ବୁକ୍ ଟ୍ରଷ୍ଟ ଅଫ୍ ଇଣ୍ଡିଆର ପୂର୍ବତନ ଓଡ଼ିଆ…

ମହାପ୍ରଭୁଙ୍କୁ ଶୀତ; ଶ୍ରୀଜିଉଙ୍କୁ ଲାଗି ହେବ ଘୋଡ଼

ପୁରୀ: ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଘୋଡଲାଗି ନୀତି । ଓଢଣ ଷଷ୍ଠୀ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ।  ଶ୍ରୀମନ୍ଦିରରେ ପାଳିତ ହେଉଥିବା ଦ୍ଵାଦଶ ଯାତ୍ରା ମାନଙ୍କ ମଧ୍ୟରୁ ଏହି ଯାତ୍ରା ଅନ୍ୟତମ। ଆଜି ମହାପ୍ରଭୁଙ୍କ ଘୋଡଲାଗି ନୀତି । ସକାଳଧୂପ ବଢିବା ପରେ ମଇଲମ…

ମଶା କାମୁଡିବାରୁ ୩୦ ଅସ୍ତ୍ରୋପଚାର, କୋମାରେ ରୋଗୀ

ମଶା କାମୁଡ଼ିବା ଦ୍ବାରା ଡେଙ୍ଗୁ, ମେଲେରିଆ ପରି ରୋଗ ହୋଇଥାଏ  । ହେଲେ  ମଶା କାମୁଡ଼ିବାରୁ  ୩୦ ଅପେରସନ ! ବିଶ୍ୱାସ ତ ହୁଏନି  । କିନ୍ତୁ କଥାଟା ସତ । ୩୦ ଅପରେଶନ ପରେ ବି ରୋଗୀ ଭଲ ହେଲେନି । ଶେଷରେ ପଡ଼ିଗଲେ  କୋମାରେ । ଘଟଣା ଘଟିଛି ଜର୍ମାନୀର ରୋଡରମାର୍କ ଅଞ୍ଚଳରେ । ଘଟଣାଟି…