Latest Odisha News

BREAKING NEWS

ମାଟିତଳୁ ଶିଶୁପୁତ୍ର ଉଦ୍ଧାର, ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ

ଅନୁଗୁଳ : ଅନୁଗୁଳ ଜିଲ୍ଲା ନାଲ୍‌କୋ ଥାନା କାଣ୍ଡସରରେ ଅଭାବନୀୟ ଘଟଣା । ଶିଶୁପୁତ୍ରକୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ । ଅଭିଯୋଗକୁ ଆଧାର କରି ଶ୍ମଶାନରେ ପୋତା ଯାଇଥିବା ଶବକୁ ମାଟି ତଳୁ ଉଦ୍ଧାର କରିଛି ପୁଲିସ୍ । ମୃତ ଶିଶୁପୁତ୍ର ଜଣକ ହେଲେ ସ୍ବର୍ଗତ ଦିଲ୍ଲୀପ ନାଏକଙ୍କ ପୁଅ…

FPO ରଦ୍ଦ କଲେ ଅଦାନୀ; ନିବେଶକଙ୍କୁ ଫେରାଇବେ ଟଙ୍କା

ନୂଆଦିଲ୍ଲୀ: ଅଦାନୀ ଗ୍ରୁପ୍‌ର ଶେୟାର ମୂଲ୍ୟରେ ହ୍ରାସ ପାଇବା କାରଣରୁ ଗତକାଲି ବିଳମ୍ବିତ ରାତିରେ ଅଦାନୀଏଣ୍ଟରପ୍ରାଇଜେସ୍ ଲିମିଟେଡ୍ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଛି। କମ୍ପାନୀ ୨୦ ହଜାର କୋଟିର ଫୁଲ୍ଲି ସବ୍ସକ୍ରାଇବ୍ଡ FPOକୁ ରଦ୍ଦ କରିଦେଇଛି। ଅଡାନୀ ଗ୍ରୁପର ମାଲିକ ଗୌଡମ ଅଦାନୀ ଖୋଦ୍…

ଯୁବଙ୍କୁ ହତ୍ୟା ପରେ ପୋଡ଼ିଥିଲେ; କଙ୍କାଳ, ପାଉଁଶ ଜବତ କଲା ପୋଲିସ

ବ୍ରହ୍ମପୁର:ଗଞ୍ଜାମ ଜିଲା ବଡ଼ଗଡ଼଼ ଥାନା ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଯୁବକଙ୍କୁ ହ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ପୋଡ଼ି ଦେଇଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳ ଓ ପାଉଁଶ ଜବତ କରିଛି। ଏହି ଘଟଣା ଏବେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା…

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୩୩)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ଯାହା ହେଉ ଏଇ ପ୍ରଶ୍ନର ଉର ଦେଇହେବ । ତଥାପି ଖଣ୍ଡ ଖଣ୍ଡ କଣ୍ଠରେ ସେ ଉତ୍ତର ଦେଲା- ମୁଁ ତାଙ୍କୁ ଭଗବାନ ରୂପେ ପୂଜା କରେନି, ବରଂ ଜଣେ ଶାଶ୍ୱତବନ୍ଧୁ ରୂପେ ଭଲପାଏ... ଭକ୍ତିକରେ.... । ଏତିକି କହିସାରିବା ପରେ…

ରହସ୍ୟ ଖୋଜିବାକୁ ଯାଇ ରହସ୍ୟମୟ ଭାବେ ହଜି ଯାଆନ୍ତି ଲୋକେ

ପୃଥିବୀରେ ଏମିତି ଅନେକ ରହସ୍ୟ ଅଛି, ଯାହା କି ବିଜ୍ଞାନ ପାଇଁ ଏକ ବଡ ଆହ୍ୱାନ । ଆମେ ଆପଣଙ୍କୁ ଏମିତି ଏକ ରହସ୍ୟମୟ ଘାଟି ବିଷୟରେ କହିବୁ ଯାହା ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହେବେ । ଏମିତି ଏକ ଘାଟି ଅଛି ଯାହାକୁ କେହି ଖୋଜି ପାଇ ନାହାଁନ୍ତି । ଯିଏ ଜାଣିବାକୁ ଚେଷ୍ଟା କରିଛି ସେ ସବୁଦିନ…

ମଦ ପିଇ ଡ୍ରେନରେ ପଡ଼ିଗଲେ, ଚାଲିଗଲା ଜୀବନ

ବ୍ରହ୍ମପୁର: ମଦ୍ୟପାନ କରି ଡ୍ରେନରେ ପଡ଼ିଗଲା ପରେ ଯୁବକଙ୍କ ଜୀବନ ଚାଲିଗଲା। ବ୍ରହ୍ମପୁର ସହର ବିଜିପୁର ଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଗୁରୁବାର ସକାଳେ ବିଜିପୁର ଶୌଚାଳୟ କଡ଼ ନାଳରେ ଗୋଟିଏ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ଅଞ୍ଚଳବାସୀ ବ୍ରହ୍ମପୁର…

ନବଦାସ ହତ୍ୟା ମାମଲା: ପାଇଖାନା ଟାଙ୍କିରୁ ବାହାରିଲା ଗୋପାଳଙ୍କ ହାତ ଲେଖା କାଗଜ

ଝାରସୁଗୁଡା:ପାଇଖାନା ଟାଙ୍କିରୁ ମିଳିଲା ଗୋପାଳ ପକାଇଥିବା କାଗଜ । ଗତକାଲି ରାତିରୁ ଝାରସୁଗୁଡ଼ା ଏୟାରପୋର୍ଟ ଥାନା ପାଇଖାନା ଟାଙ୍କି ଖୋଜାଖୋଜି ପରେ ପୋଲିସ ହାତରେ ଲାଗିଛି ବଡ ସୁରାକ ।  ସ୍ୱରେଜ ଟାଙ୍କିରୁ ମିଳିଲା ଗୋପାଳଙ୍କ ହାତଲେଖା କାଗଜର ୧୨ଟି ଟୁକୁଡା । ଏସବୁ ଗୋପାଳ ନିଜେ…

ସ୍କୁଟିକୁ ଧକ୍କା ଦେଲା କାର୍‌‌;ମା’,ପୁଅ ମୃତ

ବ୍ରହ୍ମପୁର: ସ୍ଥାନୀୟ ଏମକେସିଜି ମେଡ଼ିକାଲର ମୁଖ୍ୟ ଫାଟକ ସମ୍ମୁଖରେ ବୁଧବାର ବିଳମ୍ବିତ ରାତିରେ ଏକ ସ୍କୁଟିକୁ କାର୍‌‌ ଧକ୍କା ଦେବା ଫଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ମା’ ସୀତା ଆମ୍ମା(୭୦) ଏବଂ ପୁଅ ରାମଚନ୍ଦ୍ର ପାତ୍ର(୪୫)। ଉଭୟଙ୍କ ଘର ଆଙ୍କିଲି ଉମା ନଗର ସାହିରେ। ବୁଧବାର…

ମାଲବାହୀ ଟ୍ରେନ ଲାଇନଚ୍ୟୁତ: ଟ୍ରାକରୁ ବାହାରିଗଲା ୧୨ ବଗି

କୋରାପୁଟ:  ଓଡ଼ିଶା-ଆନ୍ଧ୍ର  ସୀମା  ବିଶାଖାପାଟଣାର ଶିବଲିଙ୍ଗପୁରଠାରେ ଏକ  ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ଗୁୁରୁବାର ସକାଳୁ ସକାଳୁ ଏହି ଦୁର୍ଘଟଣା ଘଟିଛି ।  ବିଶାଖାପାଟଣା କିରଣ୍ଡୁଲ ଟ୍ରେନର ୧୧ ଟି ବଗି ଲାଇନ୍ଚ୍ୟୁତ୍ ହୋଇଥିବା ଜଣାଯାଇଛି।  ବଗିଗୁଡିକ ଟ୍ରେନ୍ ଲାଇନରୁ ବାହାରି…

ବେରୋଜଗାରୀ ଦୂର କରିବା କ୍ଷେତ୍ରରେ ଭଲ ପ୍ରଦର୍ଶନ କରିଛି ଓଡ଼ିଶା

ଭୁବନେଶ୍ୱର: ଦେଶରେ ବେରୋଜଗାରୀ ହାର କମିଛି। ଗତ ୪ ମାସ ତୁଳନାରେ ୨୦୨୩ ଜାନୁଆରୀରେ ବେରୋଜଗାରୀ ହାର ସର୍ବନିମ୍ନ ସ୍ତରକୁ ଖସି ୭.୪ ପ୍ରତିଶତ ରହିଛି। CMIEM ରିପୋର୍ଟରେ ଏହି ସୂଚନା ଦିଆଯାଇଛି। ବେରୋଜଗାରୀ ଦୂର କରିବା କ୍ଷେତ୍ରରେ ଓଡ଼ିଶା ଅନ୍ୟ ରାଜ୍ୟ ତୁଳନାରେ ଭଲ ପ୍ରଦର୍ଶନ କରିଛି। ୨୦୨୩…