ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ, ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ଭିତର ବେଢାରେ ମା ବିମଳାଙ୍କ ଷୋଳପୂଜା, ଶାକ୍ତ ଗୁଣ୍ଡିଚା, ଓ ଦୈନିକ ପୂଜା ଵିଧି ବିଷୟରେ ଆମେ କିଛି କିଛି ଅବଗତ…