ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ; ଠିକାସଂସ୍ଥା ନାଁରେ ଥାନାରେ ଅଭିଯୋଗ
କେନ୍ଦୁଝର:ଆନନ୍ଦପୁର ଥାନା ବୁଢ଼ୀକୁଦ ଗାଁ ନିକଟରେ ଅଘଟଣ । ଶୁକ୍ରବାର ଦିନ ବୁଢ଼ୀକୁଦ ଗାଁ ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ ଘଟିଛି। ୧୫ ଫୁଟ୍ ଗାତରେ ପାଇପ୍ ଖଞ୍ଜା କାମ ସମୟରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର…