ଆଲିଆ ଭଟ୍ଟ ଦୀପିକା ପାଦୁକୋନଙ୍କୁ ପଛରେ ପକାଇଲେ ସାମନ୍ଥା
ନୂଆାଦିଲ୍ଲୀ : ଚର୍ଚ୍ଚାରେ ଅଛନ୍ତି ସାମନ୍ଥା ରୁଥ। ବଲିଉଡର ସମସ୍ତ ଅଭିନେତ୍ରୀମାନଙ୍କୁ ପଛରେ ପକାଇଛନ୍ତି ସାମନ୍ଥା। ଓରମାକ୍ସ ମିଡିଆ ଅକ୍ଟୋବର ୨୦୨୨ରେ ଲୋକପ୍ରିୟ ମହିଳା ଷ୍ଟାରର ତାଲିକାରେ ଶୀର୍ଷରେ ସାମନ୍ଥାଙ୍କ ନାଁ ରହିଛି ।
ଏହି ତାଲିକାରେ ସାମନ୍ଥା ପ୍ରଥମ ସ୍ଥାନରେ ଥିବାବେଳେ ଆଲିଆ…