ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି
ଦିଶପୁର: ତ୍ରିପୁରା ବିଧାନସଭା ନିର୍ବାଚନ ୨୦୨୩ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି। ୬୦ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟରେ ୪୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ତେବେ ଏହି ଲିଷ୍ଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବଙ୍କ ନାଁ ନାହିଁ। ତେଣୁ ସେ ୨୦୨୩…