Latest Odisha News

BREAKING NEWS

ଗୋ ଫାଷ୍ଟ ଏୟାରଲାଇନ୍ସ ବିମାନ ଉପରେ ୧୦ ଲକ୍ଷ ଟଙ୍କାର ଜୋରିମାନା

ବେଙ୍ଗାଲୁରୁ: ଗୋ ଫାଷ୍ଟ ଏୟାରଲାଇନ୍ସ ବିମାନ ଯାତ୍ରୀଙ୍କୁ ବିମାନବନ୍ଦରରେ ଛାଡ଼ି ଉଡାଣ ଭରିବା ପଡ଼ିଲା ମହଙ୍ଗା । ଗୋ ଫାଷ୍ଟ ଏୟାରଲାଇନ୍ସ ଉପରେ ଲାଗିଲା ୧୦ ଲକ୍ଷ ଟଙ୍କାର ଜୋରିମାନା । ଜାନୁଆାରୀ ମାସ ୯ ତାରିଖରେ ୫୫ ଜଣ ଯାତ୍ରୀଙ୍କୁ ବିମାନବନ୍ଦରରେ ଛାଡ଼ି ଉଡାଣ ଭରିଥିଲା ଗୋ ଫାଷ୍ଟ ବିମାନ।…

ଜେରୁସେଲମରେ ଆତଙ୍କବାଦୀ ଆକ୍ରମଣ; ୭ ଜଣଙ୍କୁ ଗୁଳି କରି ହତ୍ୟା

ଜେରୁସେଲମ: ଜେରୁସେଲମରେ ଆତଙ୍କବାଦୀ ଆକ୍ରମଣ। ଲୋକଙ୍କୁ ଉପରେ ଆଖିବୁଜା ଗୁଳି ଚଳାଇଲା ଆତଙ୍କବାଦୀ। ଏହି ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଇସ୍ରାଏଲ୍‌ ପୁଲିସ ସୂଚନା ଦେଇଛି। ଇସ୍ରାଏଲ୍‌ ତବ୍‌ଜାରେ ଥିବା ପୂର୍ବ ଜେରୁସେଲମର ଆରାଧନା ସ୍ଥଳ ନିକଟରେ ଏହି ଗୁଳିକାଣ୍ଡ ଘଟିଛି। ଶକ୍ରବାର ଜଣେ…

ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ:ଆଜି ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ। କରୋନା ପାଇଁ ଦୁଇ ବର୍ଷ ଚନ୍ଦ୍ରଭାଗ ସ୍ନାନ ବାଧାପ୍ରାପ୍ତ ହେବା ପରେ ଆଜି ଭୋର ପ୍ରାୟ ୫ଟା ସମୟରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବା ସହ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। ତ୍ରିବେଣୀଶ୍ୱର,ଐଶାନେଶ୍ୱର…

ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା । ଆରମ୍ଭରୁ ଜମିଲାଣି ବାବାଙ୍କ ମେଳି । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଆରମ୍ଭ କରିବେ ଯଜ୍ଞ । କରୋନା କଟକଣା ନଥିବାରୁ ଚଳିତ ବର୍ଷ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ…

ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ସୁବର୍ଣ୍ଣପୁର : ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି  ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଫାଟକରେ ।  ଆଜି ସକାଳୁ ମର୍ଣ୍ଣିଙ୍ଗ ୱାକରେ ଗଲାବେଳେ ଡୁଙ୍ଗୁରିପାଲି  ସ୍ଥିତ ଲେବଲ୍ କ୍ରସିଂ ପାରି ହେଲା ବେଳେ ଧକ୍କା ଦେଲା ଟ୍ରେନ୍ । ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗିରର…

କବିତା : ଡାଏରୀ

ଶୈଳେନ୍ଦ୍ର ନାରାୟଣ ବେହେରା  ସେ ତ ମୋରି ସୃଷ୍ଟି ମୋ ଚେତନାର କମଳିନୀ , ମୋ ଅନୁଭୂତିର ସ୍ପର୍ଶକାତର ବିପ୍ଲବିନି ମୋ କଳ୍ପନାର ସମାନ୍ତରାଳ ଚୌହଦୀ ମୋ ଆବେଗର ରଞ୍ଜିତ ବର୍ଣ୍ଣାବଳୀ ମୋ ଡାଏରୀ ! ଉଦ୍ଭ୍ରାନ୍ତ ପଥିକ ତ ନୁହଁ ମୁଁ ! ଦିଗହଜା ନାବିକର ମଜବୁରି ତ ନାହିଁ ମୋଠି !…

ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୨୮)

କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’ ବ୍ରହ୍ମପୁର ହଷ୍ଟେଲରୁ ଫେରି ପଦ୍ମିନୀ ନିଜ ପଢ଼ାରୁମ୍ ଉଦ୍ଦେଶ୍ୟରେ ଯିବାକୁ ବାହାରିବା ବେଳେ ହଠାତ୍ ସାନଭାଇ ପଛରୁ ଡାକିଲା- ଅପା.. ଆଗକୁ ବଢ଼ୁଥିବା ପାଦ ତା’ର ଅଟକିଗଲା - କ’ଣ କିରେ... ? - ଆଜି କିଏ ସବୁ ଆସୁଛନ୍ତି…

ଭାଷା ଭାଗବତ : ଲିପିର ସରଳୀକରଣ

ପ୍ରଫୁଲ୍ଲ କୁମାର ତ୍ରିପାଠୀ ଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଲିପିର ସରଳୀକରଣ ପାଇଁ ଦେଲେ ଟିକିଏ ଧ୍ୟାନ ନୂଆ ଶିଖାଳି ଶିଶୁଗଣ କରଂତେ ଆନଂଦେ ଲିଖନ ଜଟିଳ ଯୁକ୍ତାକ୍ଷର ଯୋଗୁଁ ଯେପରି ଅସୁବିଧା ଭୋଗୁଁ ତହିଁର ସଂଖ୍ୟା କଲେ ହ୍ରାସ ପିଲା ମୁହେଁ ଫୁଟିବ ହସ ହାତରେ କରି…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ମଧ୍ୟରେ କ୍ଷେତ୍ରେଶ୍ୱରୀ ଭାବରେ ପରିଚିତ ମା ବିମଳାଙ୍କ ବିଗ୍ରହ ଦର୍ଶନ ପରେ ଆସନ୍ତୁ ଜାଣିବା ଦେବୀଙ୍କ ଦୈନିକ ରୀତିନୀତି ବିଷୟରେ । ଶ୍ରୀମନ୍ଦିର…

ବିଶ୍ୱର କୋଣ ଅନୁକୋଣରେ ପହଞ୍ଚିବ ଓଡ଼ିଆ ଖାଦ୍ୟ, ଆଜି ଆୟୋଜିତ ହେବ ପ୍ୟାକେଜିଂ କର୍ମଶାଳା

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଖାଦ୍ୟକୁ ସାରା ବିଶ୍ୱର ବିଭିନ୍ନ କୋଣରେ ପହଞ୍ଚାଇବାକୁ ପ୍ୟାକେଜିଂ ଉପରେ କର୍ମଶାଳା ଆୟୋଜିତ ହେବ। ଆଜି ପୂର୍ବାହ୍ନ ୧୦.୩୦ ଠାରୁ ଭୁବନେଶ୍ୱର ସ୍ଥିତ ହୋଟେଲ ଦି ନିଉ ମାରିଅନରେ ଆୟୋଜନ କରାଯିବ। କେନ୍ଦ୍ର ଏମଏସଏମଇ ମନ୍ତ୍ରଣାଳୟ ଏବଂ ଓଡିଶା ସରକାରଙ୍କର…