ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ;ରହିଥିଲା ମାଳମାଳ ଦୁର୍ନୀତି ଅଭିଯୋଗ
ବ୍ରହ୍ମପୁର: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲା ରାୟଗଡ଼଼ ବ୍ଲକର ସହକାରୀ ଯନ୍ତ୍ରୀ ଦିଲ୍ଲୀପ କୁମାର ସାହୁଙ୍କ ଉପରେ ରାଜ୍ୟ ଭିଜିଲାନ୍ସର ଚଢ଼ଉ ଶନିବାର ସକାଳେ ହୋଇଛି। ଭିଜିଲାନ୍ସ ତରଫରୁ ସାହୁଙ୍କ ବ୍ରହ୍ମପୁର ସହର ଗୋପବନ୍ଧୁନଗରସ୍ଥିତ ବାସଭବନ, ବ୍ରହ୍ମପୁର ଜ୍ୟୋତିନଗରସ୍ଥିତ…