ସିରିଜ୍ ଦୁର୍ଘଟଣାରେ ୨ମୃତ, ୩ ଗୁରୁତର
ବୌଦ୍ଧ: ବହିରା ଛକ ନିକଟରେ ସିରିଜ ଦୁର୍ଘଟଣା । ସ୍କର୍ପିଓ ଧକ୍କାରେ ୨ଜଣଙ୍କର ମୃତ୍ୟୁ ଘଟିଛି । ପତାକା ଉତ୍ତୋଳନ କରିବାକୁ ଯିବା ବେଳେ ଘଟିଥିଲା ଅଘଟଣ । ୬ଟି ବାଇକ ସହ ଗୋଟିଏ କାର ଚୁରମାର । ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।
ସୂଚନା…