ବିଜେଡିକୁ ଶକ୍ତ ଝଟ୍କା, ପଦ୍ମ ଧରିଲେ ଲମ୍ବୋଦର
ଭୁବନେଶ୍ୱର: ନୂଆପଡ଼ା ରାଜନୀତିରେ ବିଜେଡିକୁ ଶକ୍ତ ଏକ ଝଟ୍କା । ବିଜେଡ଼ି ଛାଡି ବିଜେପିରେ ମିଶିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଲମ୍ବୋଦର ନିଆଲ । କଳାହାଣ୍ଡି ଲୋକସଭା ଆସନରୁ ବିଜେଡି ଟିକେଟ୍ରେ ଲଢ଼ିଥିଲେ ।
ପୂର୍ବରୁ ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ରୁଦ୍ଧଦ୍ୱାର ବୈଠକ ହୋଇଥିଲା ।…