ବର୍ଷକର ଶ୍ରେଷ୍ଠ ଟି୨୦ ଏକାଦଶରେ ଭାରତରୁ ୩
ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ୨୦୨୨ ଶ୍ରେଷ୍ଠ ଟି୨୦ ଏକାଦଶ ଚୟନ କରିଛି । ଏଥିରେ ଭାରତର ୩ଜଣ ଖେଳାଳି ସ୍ଥାନ ପାଇଛି । ସେମାନେ ହେଲେ ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ ଓ ହାର୍ଦ୍ଦିକ ପାଣ୍ଡ୍ୟା । ବିଶ୍ୱ ଚାମ୍ପିୟନ ଇଂଲଣ୍ଡ ଓ ପାକିସ୍ତାନରୁ ୨ଜଣ ଲେଖାଁଏ ଖେଳାଳିଙ୍କୁ…