Latest Odisha News

BREAKING NEWS

ଆନ୍ତର୍ଜାତୀୟ ଫୁଟବଲ କ୍ୟାରିୟରକୁ ଅଲବିଦା କହିଲେ ବେଲଜିୟମ ଷ୍ଟାର ଖେଳାଳି ହାଜାର୍ଡ

ଦୋହା: ଚଳିତ ଫିଫା ବିଶ୍ୱକପରେ ବେଲଜିୟମର ପ୍ରଦର୍ଶନ ନୈରାଶ୍ୟଜନକ ରହିଥିଲା । ଏପରିକି ଦଳ ନକଆଉଟ ପର୍ଯ୍ୟାୟକୁ ଉନ୍ନୀତ ହୋଇପାରି ନ ଥିଲା । ବୁଧବାର ଦଳର ଷ୍ଟାର ଖେଳାଳି ଇଡେନ ହାଜାର୍ଡ ମାତ୍ର ୩୧ ବର୍ଷ ବୟସରେ ଆନ୍ତର୍ଜାତୀୟ ଫୁଟବଲକୁ ଅଲବିଦା କହିଛନ୍ତି । ସେ ୩ଟି ଯାକ ମ୍ୟାଚ ଖେଳିଥିଲେ…

ଆଇଏମଡିବି ରେଟିଂରେ ସାଉଥ କଳାକାରଙ୍କ ପ୍ରଭୂତ୍ୱ

ନୂଆଦିଲ୍ଲୀ: ଆଇଏମଡିବି ୨୦୨୨ ଲୋକପ୍ରିୟ ଫିଲ୍ମ ତାରକାଙ୍କ ନାମ ଘୋଷଣା କରିଛି । ଏହି ତାଲିକାରେ ଧନୂଷ ପ୍ରଥମ ସ୍ଥାନରେ ରହିଛନ୍ତି । ତାଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ଆଲିୟା ଭଟ୍ଟ ରହିଛନ୍ତି । ଚଳିତ ବର୍ଷ ଭାରତରେ ଦକ୍ଷିଣ ଭାରତ ଫିଲ୍ମର ପ୍ରଭୂତ୍ୱ ରହିଥିବା ବେଳେ ନିରାଶ କରିଥିଲା ବଲିଉଡ ।…

ଡାକ୍ତରୀ ପଢ଼ିବା ପାଇଁ ଇଫୁ ମଲ୍ଲିକଙ୍କୁ ସହାୟତାର ହାତ ବଢ଼ାଇଲେ ସରକାର

ଭୁବନେଶ୍ୱର: ଡାକ୍ତରୀ ପଢ଼ିବା ପାଇଁ ଟଙ୍କା ନାହିଁ । ବିଲରେ ମୂଲ ଲାଗୁଛନ୍ତି ମେଧାବୀ ଛାତ୍ର ଇଫୁ ମଲ୍ଲିକ । ଏ ଖବର ପରେ ସରକାର ଇଫୁ ମଲ୍ଲିକଙ୍କୁ ସହାୟତାର ହାତ ବଢ଼ାଇଛନ୍ତି । ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ୬୨ ହଜାର ୯୫୦ ଟଙ୍କା ସହାୟତା ପ୍ରଥମ ବର୍ଷ…

ମଶା ଦାଉରୁ ରକ୍ଷା ପାଇଁ ବିଜେପିର ବିକ୍ଷୋଭ; ଚାମ୍ବର୍‌ରୁ ବାହାର କଲେ କମିଶନର, କଫି ପିଆଇ ବୁଝାଇଲେ ମେୟର

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ମଶା ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ସହରବାସୀଙ୍କୁ ମଶା ଦାଉରୁ ରକ୍ଷା କରିବା ପାଇଁ ଦାବି ନେଇ ବିଜେପି ତରଫରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ ବେଳେ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ଦାବିପତ୍ର ପ୍ରଦାନ କରିବାକୁ ଯାଇଥିବା ବିଜେପି ନେତାଙ୍କୁ…

ଝାଡୁ ମାଡରେ ଝଡ଼ିଗଲା ପଦ୍ମ ପାଖୁଡା

ନୂଆଦିଲ୍ଲୀ:ଝାଡୁ ମାଡରେ ଝଡ଼ି ପଡ଼ିଲା ପଦ୍ମ ପାଖୁଡା । କମାଲ ଦେଖାଇଲେ କେଜ୍ରିୱାଲ । ବିଜେପି ହାତରୁ ଛଡ଼ାଇ ନେଲେ ମ୍ୟାଜିକ ନମ୍ବର । ପଦ୍ମ ଗଡରେ ବିଜେପିକୁ ମାତ ଦେଲା ଆପ । ବିଜେପି ହାତରୁ ୧୫ ବର୍ଷର କ୍ଷମତା ଖସିଯିବା ପରେ ଏବେ ଚିନ୍ତାରେ ନେତା । ଦୁଇ ଦିନ ତଳେ ୨୦୨୪ ନିର୍ବାଚନ ପାଇଁ…

ଧରାପୃଷ୍ଠରୁ ଲୋପ ପାଇଯିବେ କି ପୁରୁଷ !

ନୂଆଦିଲ୍ଲୀ: ପ୍ରୋସିଡିଙ୍ଗସ ଅଫ ଦି ନ୍ୟାଶନାଲ ଏକାଡେମୀ ଅଫ ସାଇନ୍ସର ଏକ ରିପୋର୍ଟ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହି ରିପୋର୍ଟ ଅନୁସାରେ ପୃଥିବୀରୁ ମନୁଷ୍ୟ ଏବଂ ଅନ୍ୟ ସ୍ତନ୍ୟପାୟୀ ପ୍ରାଣୀଙ୍କ ପୁରୁଷ ୱାଇ କ୍ରୋମୋଜୋମ ସଂଖ୍ୟା ଦ୍ରୁତ ବେଗରେ ହ୍ରାସ ପାଉଛି । ଯଦି ଏହି ଧାରା…

ଯୁବତୀ ଜଣଙ୍କୁ ବାଃ ବାଃ ! ଏ ସିଂହ ନା ପୋଷା କୁକୁର !

ନୂଆଦିଲ୍ଲୀ : ଅନେକ ସମୟରେ ସୋଶିଆଲ ମିଡିଆରେ ବନ୍ୟ ଜନ୍ତୁଙ୍କ ସହ ଜଡ଼ିତ ଭିଡିଓ ଦେଖିବାକୁ ମିଳିଥାଏ । କେତେବେଳେ ଏହି ଭିଡିଓ ଦେଖି ମଜା ଲାଗିଥାଏ ତ କେତେବେଳେ ଭୟ ବି ଲାଗିଥାଏ  । ସେହିଭଳି ଏକ ଭିଡିଓ ଆମ ନଜରକୁ ଆସିଛି  । ଯାହାକୁ ଦେଖି ଆପଣ ଚକିତ ହୋଇଯିବେ  । ନିକଟରେ ଏକ ସୋଶିଆଲ…

ଚାକିରି ନାଁରେ ଠକେଇ ଅଭିଯୋଗ ପରେ ବର୍ଷା ରଖିଲେ ଉତ୍ତର, ‘ମତେ ଦାବିବା ପାଇଁ ଷଡ଼ଯନ୍ତ୍ର’

ଭୁବନେଶ୍ୱର: ପ୍ରଥମେ ପରିବାରରେ ଝଡ଼ ଏବେ ସମାଜରେ ଥିବା ପ୍ରତିପତ୍ତି ନଷ୍ଟ ପାଇଁ ଉଦ୍ୟମ । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ କଲ୍ୟାଣୀ ନାୟକ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗ ଆଣିବା ପରେ ମୁହଁ ଖୋଲିଛନ୍ତି ବର୍ଷା । ସୋସିଆଲ୍ ମିଡିଆରେ ପୋଷ୍ଟ କରି ବର୍ଷା ଲେଖିଛନ୍ତି,…

କଣ୍ଟେନର ପଛରୁ ପିଟିଲା କାର୍‌, ୬ ଜଣଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ : ତାମିଲନାଡ଼ୁର ଚେଙ୍ଗଲପେଟ ଜିଲ୍ଲାରେ ବଡ଼ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି  । ତିରୁବନ୍ନା ମଲାଇରୁ ଚେନ୍ନାଇ ଫେରୁଥିବା ବାଟରେ ହୋଇଥିଲା ଅଘଟଣ  । ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି  । ତେବେ ଏହି ସମସ୍ତ…