Latest Odisha News

BREAKING NEWS

ପକ୍ଷାଘାତ ପୀଡ଼ିତା କନିଆଙ୍କୁ ଟେକି ଟେକି ସାତଘେରା ନେଲେ ବର

ନୂଆଦିଲ୍ଲୀ : ପକ୍ଷାଘାତରେ ପୀଡ଼ିତ କନିଆ, ବର ସାଜିଛି ସାହାରା । କଥା ଦେଇ କଥା ରଖିଛନ୍ତି ମହାବୀର । ଆଉ ରୀନାବାଳାଙ୍କ ମଥାରେ ସିନ୍ଦୂର ଦେଇ ସାତ ଜନମର ସାଥୀ କରିଛନ୍ତି । ବର ମହାବୀର ସିଂହ ଓ କନ୍ୟା ରୀନାବାଳାଙ୍କ ପାଖରେ ହାର ମାନିଛି ଅକ୍ଷମତା । ଦୁହିଁଙ୍କ ବିବାହ ବର୍ତ୍ତମାନ ସମାଜକୁ…

ପଦ୍ମପୁର ଉପନିର୍ବାଚନ: ସକାଳ ୮ଟାରେ ଭାେଟ ଗଣତି

ଭୁବନେଶ୍ୱର: କିଏ ପିନ୍ଧିବ ପଦ୍ମପୁର ମୁକୁଟ ? କାଲି ସାମ୍ନାକୁ ଆସିବ ଖବର । ଇଭିଏମ ମେସିନ ଖୋଲିବ ୧୧ ପ୍ରାର୍ଥୀଙ୍କ ଭାଗ୍ୟ । ଆାସନ୍ତାକଲି ହେବ ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି । କେମିତି ହେବ ଗଣତି, କଣ ହୋଇଛି ବ୍ୟବସ୍ଥା ସେ ନେଇ ସୂଚନା ଦେଇଛନ୍ତି  ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ଘନୀଭୂତ ହେଉଛି ଗଭୀର ଅବପାତ, ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା !

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ଏବଂ ସଂଲଗ୍ନ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ସକ୍ରିୟ ରହିଛି । ଏବେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଶ୍ରୀଲଙ୍କାର ଟ୍ରିନକୋମାଲି ଠାରୁ ପୂର୍ବରେ ୫୦୦ କିଲୋମିଟର ଏବଂ ଚେନ୍ନାଇ ଠାରୁ…

ଭାରତ–ବାଂଲାଦେଶ ୨ୟ ଦିନିକିଆ ; ୬୯ ରନରେ ୪ ୱିକେଟ ହରାଇଲା ବାଂଲାଦେଶ

ଭାରତ -ବାଂଲାଦେଶ ଦିତୀୟ ଦିନିକିଆ ମୁକାବିଲା ଆଜି ମିରପୁରର ଶେରଇ ବାଂଲା ଷ୍ଟାଡିୟମରେ ଖେଳା ଯାଉଛି । ବାଂଲା ଦେଶ ପ୍ରଥମେ ଟସ୍ ଜିତି ବ୍ୟାଟିଂର ନିଷ୍ପତି ନେଇଛି । ମିଳିଥିବା ଖବର ଅନୁଯାୟୀ,  ବର୍ତ୍ତମାନ  ସୁଦ୍ଧା ୧୯ ଓଭର ଖେଳ ଶେଷ ହେଇଛି ।  ବାଂଲାଦେଶ  ୪ ୱିକେଟ ହରାଇ ୬୯…

ରାମୋସଙ୍କ ହ୍ୟାଟ୍ରିକ ଗୋଲ, ଫିଫା ବିଶ୍ୱକପ କ୍ୱାର୍ଟରରେ ପର୍ତୁଗାଲ

ଦୋହା: ସୁଇଜରଲାଣ୍ଡକୁ ପ୍ରି-କ୍ୱାର୍ଟରରେ ପରାସ୍ତ କରି ପର୍ତୁଗାଲ ୧୬ ବର୍ଷ ପରେ ଚଳିତ ଫିଫା ବିଶ୍ୱକପର କ୍ୱାର୍ଟରରେ ପ୍ରବେଶ କରିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଖେଳା ଯାଇଥିବା ଏହି ମ୍ୟାଚରେ ଗୋନ୍ସାଲୋ ରାମୋସଙ୍କ ହ୍ୟାଟ୍ରିକ ଗୋଲ ବଳରେ ପର୍ତୁଗାଲ ୬-୧ ଗୋଲରେ ସୁଇଜରଲାଣ୍ଡକୁ ପରାସ୍ତ…

ଦ୍ୱିତୀୟ ଦିନରେ EDରେ ହାଜର ହେଲେ ଆର୍କିଟେକ ରଂଜିତ, ଅର୍ଚ୍ଚନାଙ୍କ ସହ ହୋଇପାରେ ମୁହାଁମୁହିଁ ଜେରା

ଭୁବନେଶ୍ୱର: ଅର୍ଚ୍ଚନା ନାଗ ମାମଲାରେ ଘାଣ୍ଟି ପକାଇଲାଣି ED । ତଥାପି ସରୁନି । ଆଜି ପୁଣି EDରେ ହାଜର ହୋଇଛନ୍ତି   ଅର୍ଚ୍ଚନାଙ୍କ ଆର୍କିଟେକ୍ଟ ରଂଜିତ ବେହେରା ।  ଗତକାଲି ମଧ୍ୟ ୧୨  ଘଣ୍ଟାରୁ ଅଧିକ ସମୟ ଧରି ତାଙ୍କୁ ED ଜେରା କରିଥିଲା । ଅର୍ଚ୍ଚନାଙ୍କ ଘର ଡିଜାଇନ କରିଥଲେ ରଂଜିତ ।…

ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପ୍ରଥମ ଥର ଫିଲିପାଇନ୍ସରେ ଓହ୍ଲାଇଲା ଜାପାନ ଯୁଦ୍ଧ ବିମାନ

ଟୋକିଓ:ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପ୍ରଥମ ଥର ପାଇଁ ଜାପାନ ଶକ୍ତି ପ୍ରଦର୍ଶନ କରିଛି । ବୁଧବାର ଫିଲିପାଇନ୍ସରେ ଜାପାନର ଯୁଦ୍ଧ ବିମାନ ଓହ୍ଲାଇଛନ୍ତି । ଚୀନ ଓ ରୁଷର ବମ୍ବର୍ସର ଅଭ୍ୟାସ ପରେ ଜାପାନ ଏହି ପଦକ୍ଷେପ ଗ୍ରହଣ କରିଛି । ଜାପାନ ବାୟୁସେନା ଓ ଫିଲିପାଇନ୍ସ ବାୟୁସେନା ପରସ୍ପରକୁ ସହଯୋଗ…

ପିଟିଆଇ ପଦରୁ ହଟିବେ ଇମ୍ରାନ ଖାଁ

ନୂଆଦିଲ୍ଲୀ : ଇମ୍ରାନ ଖାଁଙ୍କୁ ବଡ଼ ଝଟ୍‌କା । ପାକିସ୍ତାନ ନିର୍ବାଚନ ଆୟୋଗଙ୍କର ବଡ଼ ନିଷ୍ପତ୍ତି  । ପାକିସ୍ତାନ ତେହରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ପଦରୁ ଇମ୍ରାନ ଖାଁଙ୍କୁ ହଟାଇବା ଲାଗି ପାକିସ୍ତାନ ନିର୍ବାଚନ ଆୟୋଗ ବଡ଼ ପଦକ୍ଷେପ ନେଇଛନ୍ତି। ଦୁର୍ନୀତି ମାମଲାରେ ଇମ୍ରାନ ଦୋଷୀ…

ଭାଷା ଭାଗବତ : ଭାଷା ସତର୍କତା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଶିକ୍ଷା ଓ ଶାସନ, ସଂସ୍କାର ବେପାର, ଧର୍ମ ଓ ପ୍ରଚାର କଳହ, ବିବାଦ, ବିଚାର ସବୁଠି ଭାଷା ଦରକାର ପିଲା, ଯୁବକ ଆଉ ବୁଢ଼ା ସଭିଂକୁ ଭାଷା ପଡ଼େ ଲୋଡ଼ା ସଂସାରେ ନିର୍ଭାଷୀ ଜୀବନ ଯାପନ କରେ କେଉଁ ଜନ ? ଭାଷା ବ୍ୟତୀତ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପବିତ୍ର ଘୋଷଯାତ୍ରା ବା ପୃଥବୀ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହେବାକୁ ଯାଉଛି । ଶ୍ରୀଜୀଉମାନେ ସମ୍ପୂର୍ଣ ସୁସ୍ଥ ହୋଇ ଭକ୍ତମାନଙ୍କୁ ନବଯୌବନ ଦର୍ଶନ ଦେଇ…