Latest Odisha News

BREAKING NEWS

ବ୍ରହ୍ମପୁରରେ ମାତିଛନ୍ତି ପାଣି ମିଟର୍‌‌ ଚୋର

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଘରଗୁଡ଼ିକୁ ଜନସ୍ୱାସ୍ଥ୍ୟ ବିଭାଗ ତରଫରୁ ପାଣି ସଂଯୋଗ ଦିଆଯାଇଛି। ପ୍ରତ୍ୟେକ ଘରେ ପାଣି ମିଟର ଲଗାଯାଇଛି। ପାଣି ବ୍ୟବହାର ଅନୁଯାୟୀ ଦେୟ ନିର୍ଦ୍ଧାରଣ ହେଉଥିବା ଯୋଗୁ ଏହି ମିଟରଗୁଡ଼ିକ ଖଞ୍ଜା ଯାଇଛି। ହେଲେ ସହରରେ ଗତ କିଛି ଦିନ ହେଲା ଏହି ପାଣି ମିଟର୍‌‌ ଗୁଡ଼ିକ…

୩୧ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରକୁ ରଦ୍ଦ କଲେ ହାଇକୋର୍ଟ, ତାଲିକାରୁ ଏହି ଦୁଇ ଫିଲ୍ମକୁ ହଟାଇବାକୁ ନିର୍ଦ୍ଦେଶ

କଟକ: ରାଜ୍ୟ ସରକାରଙ୍କ ଦ୍ୱାରା ୨୦୨୧ ଘୋଷଣା କରାଯାଇଥିବା ୩୧ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୧୯କୁ ରଦ୍ଦ କଲେ ଓଡ଼ିଶା ହାଇକୋର୍ଟ। କାରଣ ଏଥିରେ ଦୁଇଟି ରିମେକ୍ ଚଳଚ୍ଚିତ୍ର ଖୁସୀ ଓ ଗୋଲମାଲ ଲଭ୍‌କୁ ତାଲିକାଭୁକ୍ତ କରାଯାଇଛି। ଯାହା କୌଣସି ବର୍ଗରେ ଏହି ପୁରସ୍କାର ପାଇଁ ଯୋଗ୍ୟ ନୁହେଁ।…

ବଞ୍ଚିଥିବାବେଳେ ଏଡାଇ ଦେଲେ, ମୃତ୍ୟୁ ପରେ ପ୍ରେମୀ ଯୁଗଳଙ୍କ ପ୍ରତିମୂର୍ତ୍ତିର ବିବାହ କରାଇଲେ ପରିବାର ଲୋକେ

ତାପି(ଗୁଜରାଟ): କୁହାଯାଏ ପ୍ରେମ ଶାଶ୍ୱତ..ପ୍ରେମ ସ୍ୱର୍ଗୀୟ.. ।  ପ୍ରେମ ପାଖରେ ଦେବା-ନେବାର କ୍ଷୁଦ୍ର ମାନସିକତା ନ ଥାଏ । ନିରୋଳା ପ୍ରେମ ଦୁଇ ଆତ୍ମାର ବନ୍ଧନ । ପ୍ରେମ ପାଖରେ ଜୀବନ ଛୋଟ ହୋଇଯାଏ ..ମୃତ୍ୟ ପାଲଟିଯାଏ ମହାନ । ଏକଥା ଆମେ କହୁନୁ, ଏକଥା ପ୍ରମାଣ କରି ଯାଇଛନ୍ତି ଏଇ…

ଇସ୍ତଫା ଦେବେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା

ହାମିଲଟନ: ନ୍ୟୁଜିଲାଣ୍ଡରେ ଚଳିତ ବର୍ଷ ଅକ୍ଟୋବରରେ ନିର୍ବାଚନ ହେବ । ତେବେ ଗୁରୁବାର ହଠାତ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଅର୍ଡନ ଇସ୍ତଫା ଦେବେ ବୋଲି ଘୋଷଣା କରି ସମସ୍ତଙ୍କୁ ଚକିତ କରି ଦେଇଛନ୍ତି । ଫେବୃୟାରୀ ୭ରେ ସେ ପ୍ରଧାନମନ୍ତ୍ରୀ ଏବଂ ପାର୍ଟି ମୂଖ୍ୟ ପଦରୁ ଇସ୍ତଫା ଦେବେ ବୋଲି କହିଛନ୍ତି…

ପୂର୍ବ ନିୟମ କାଏମ ରଖିଲେ ସରକାର; ୨୧ ବର୍ଷରୁ କମ୍‌ ଲୋକ କିଣିପାରିବେନି ମଦ

ବେଙ୍ଗାଲୁରୁ: ମଦ କିଣିବାର ବୟସ ସୀମା ୨୧ ବର୍ଷରୁ ୧୮ ବର୍ଷକୁ ହ୍ରାସ କରିବାର ସରକାରୀ ନିଷ୍ପତ୍ତିକୁ ତୀବ୍ର ବିରୋଧ ଓ ସମାଲୋଚନା ପରେ ନଇଁଲେ ସରକାର। ମଦ କିଣିବା ନେଇ ପୂର୍ବରୁ ଥିବା ଆଇନ ବଳବତ୍ତର ରହିବ। ୧୮ ବର୍ଷ ନୁହେଁ ପୂର୍ବ ଭଳି ୨୧ ବର୍ଷର ଲୋକ ହିଁ ମଦ କିଣିବାର ଆଇନଗତ ଅଧିକାର ପାଇବେ…

ଏହି ମନ୍ଦିରକୁ ଜିନ୍ସ ପ୍ୟାଣ୍ଟ ଏବଂ ଟି-ଶର୍ଟ ମନା

ବ୍ୟୁରୋ : ଆପଣମାନେ ଜାଣିଥିବେ ଦୁନିଆରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ନୀତି ନିୟମ ରହିଛି। ଯାହାକୁ ଲୋକେ ମାନିବାକୁ ବାଧ୍ୟ ହୋଇଥାନ୍ତି। ହେଲେ ଆମ ଦେଶରେ ଏମିତି ମନ୍ଦିର ରହିଛି, ଯେଉଁଠି ଭକ୍ତଙ୍କୁ ଅନେକ ନୀତି ନିୟମ ମାନିବାକୁ ପଡ଼ିଥାଏ। ତେବେ ଆସନ୍ତୁ ଜାଣିବା ଏହି ମନ୍ଦିର କେଉଁଠି…

ଡକାୟତି ଅଭିଯୋଗରେ୨ କଲେଜ ଛାତ୍ର ଗିରଫ

ସୁବର୍ଣ୍ଣପୁର : ଧରାପଡ଼ିଲେ ଡକାୟତି ଦଳ  । ଉଲୁଣ୍ଡା ଥାନା ଅନ୍ତର୍ଗତ ଚଡେଇପଙ୍କ ଛକ ଠାରେ ଏକ ବାଲି ବୋଝେଇ ହାଇଓ୍ବାର ଚାଳକ ଓ ହେଲପରକୁ ବନ୍ଧୁକ ଦେଖାଇ ଟଙ୍କା ଓ ମୋବାଇଲ ଲୁଟ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଦୁଇ ନାବାଳକ ସମେତ ୪ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଦୁଇଜଣଙ୍କୁ…

ପରିବେଶ ପ୍ରଦୂଷଣ ରୋକିବାକୁ ଜାତିସଂଘର ପ୍ରୟାଶରେ ସାମିଲ୍ ହେଲା ସୁଦର୍ଶନଙ୍କ ବାଲୁକା କଳା

ଭୁବନେଶ୍ୱର: ପରିବେଶ ପ୍ରଦୂଷଣ ରୋକିବାକୁ ଜାତିସଂଘର ପ୍ରୟାଶରେ ସାମିଲ୍ ହେଲା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍ ବ୍ୟବହାର ନ କରିବାକୁ ମେସେଜ୍ ଦେଇ ଜାତିସଂଘ ସୁଦର୍ଶନଙ୍କ ବାଲୁକା କଳାର ଏକ ଫଟୋକୁ ବ୍ୟବହାର କରିଛି। ଏନେଇ ବାଲୁକା ଶିଳ୍ପୀ…

ଟ୍ରକ ଓ କାର୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୯ ଜଣଙ୍କ ଜୀବନ

ମୁମ୍ବାଇ : ମୁମ୍ବାଇ-ଗୋଆ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଗୁରୁବାର ସକାଳ ପ୍ରାୟ ପାଞ୍ଚଟା ବେଳେ ଗୋରେଗାଓଁ ପୋଲିସ ଷ୍ଟେସନ ଅନ୍ତର୍ଗତ ରୋପୋଲି ଗ୍ରାମ୍ୟ ନିକଟ ମୁମ୍ବାଇ-ଗୋଆ ରାଜପଥରେ ଏକ ଟ୍ରକ ଏବଂ…

ସାମ୍ନାକୁ ଆସିଲା ରାଜଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ; ଶ୍ବାସରୁଦ୍ଧରୁ ମୃତ୍ୟୁ

କଟକ  : ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ।  ଆସିଲା ରାଜଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ  । ଏହି ରିପୋର୍ଟରେ ଶ୍ବାସରୁଦ୍ଧରୁ ରାଜଶ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଅପରପକ୍ଷରେ ତାଙ୍କୁ ହତ୍ୟା କରାଯାଇଛି କି ସେ ଆତ୍ମହତ୍ୟା କରିଛନ୍ତି ସେହି…