Latest Odisha News

BREAKING NEWS

ଗିରଫ ହେଲେ ତୃଣମୂଳ କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ସାକେତ ଗୋଖଲେ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସର ରାଷ୍ଟ୍ରୀୟ ମୁଖପାତ୍ର ସାକେତ ଗୋଖଲେ ଗିରଫ  । ବିଳମ୍ବିତ ରାତିରେ ରାଜସ୍ଥାନର ଜୟପୁର ବିମାନବନ୍ଦରରୁ ଗିରଫ କରିଛି ଗୁଜରାଟ ପୁଲିସ । ମୋର୍ବୀ ବ୍ରିଜ୍‌ ଭୁଶୁଡ଼ିବା ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ ମିଥ୍ୟା ପ୍ରଚାର କରିବା…

ନକଲି ସୁନା ଦେଇ ବ୍ୟାଙ୍କକୁ ଠକୁଥିଲେ, ୭ଜଣଙ୍କୁ ବାନ୍ଧିଲା ପୋଲିସ

ସୋନପୁର : ନକଲି ସୁନା ଦେଇ ବ୍ୟାଙ୍କକୁ ଠକୁଥିଲେ । ୭ଜଣଙ୍କୁ ବାନ୍ଧିନେଲା ପୋଲିସ । ନକଲି ସୁନା ବନ୍ଧକ ରଖି ୫୨ ଲକ୍ଷ ଟଙ୍କାର ଋଣ ନେଇଥିଲେ ୭ ଜଣ । ବରୋଦା  ବ୍ୟାଙ୍କରେ ଏହି ଠକେଇ ହୋଇଥିବା ନେଇ ସୋନପୁର ପୋଲିସ ନିକଟରେ ଅଭିଯୋଗ କରିଥିଲେ ବ୍ୟାଙ୍କ କର୍ତ୍ତୃପକ୍ଷ l ବ୍ୟାଙ୍କର ସିନିୟର…

ବ୍ରହ୍ମପୁରର ଶତାଧିକ ବେଆଇନ କୋଠାକୁ ନୋଟିସ୍‌‌ କରିବ ବିଏମସି

ବ୍ରହ୍ମପୁର: କୌଣସି ପ୍ରକାର ଅନୁମତି ନଥାଇ କିମ୍ବା ଅନୁମତି ଥିଲେ ମଧ୍ୟ କୋଠା ନିର୍ମାଣରେ ଏହାର ଉଲଂଘନ କରାଯାଇ ନିର୍ମିତ ହୋଇଥିବା ଶତାଧିକ ବଡ଼ ବଡ଼ କୋଠା, ସପିଂମଲ, ଆପାର୍ଟମେଣ୍ଟ ଏବଂ ହୋଟେଲ ସହିତ ଅନ୍ୟାନ୍ୟ ନିର୍ମାଣଗୁଡ଼ିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର…

ବିଜେପି ଗଡ଼ରେ ବିଜେପିକୁ କଡା ଟକ୍କର ଦେବ ଆପ୍-ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ବିଜେପି ଗଡରେ ବିଜେପିକୁ କଡା ଟକ୍କର ଦେବ ଆପ୍ । ଏମିତି ଦୃଢୋକ୍ତି ବାଢିଛନ୍ତି କେଜ୍ରିୱାଲ । ଏକଜିଟ୍ ପୋଲ୍ ଉପରେ ପ୍ରତିକ୍ରିୟା ରଖିଛନ୍ତି ଆମ୍ ଆଦମୀ ପାର୍ଟି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ   କହିଛନ୍ତି, ଶାସକ ବିଜେପିକୁ ଚ୍ୟାଲେଞ୍ଜ କରିବା ପାଇଁ…

ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ କରି ଛାତ୍ର ୬ ମାସ ପାଇଁ ବିଦା

ସମ୍ୱଲପୁର: ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ଛାତ୍ରଙ୍କୁ ପଡିଲା ମହଙ୍ଗା । ସମ୍ୱଲପୁର ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ ନେଇଛନ୍ତି କାର୍ଯ୍ୟାନୁଷ୍ଠାନ । ୬ ମାସ ପାଇଁ ସମ୍ପୃକ୍ତ ଛାତ୍ର ବହିଷ୍କୃତ କରାଯାଇଛି । ଶୃଙ୍ଖଳା କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି । ଗତକାଲି…

ବ୍ରିଟିଶ ନାଗରିକଙ୍କ ପାଇଁ ଇ-ଭିସା ବ୍ୟବସ୍ଥା

ନୂଆଦିଲ୍ଲୀ: ବ୍ରିଟିଶ ନାଗରିକଙ୍କ ପାଇଁ ଆସିଲା ପୁଣି ଇ-ଭିସା ବ୍ୟବସ୍ଥା  । ଏଣିକି ଆବେଦନ କରିପାରିବେ ବ୍ରିଟେନ ନାଗରିକ । ଏହି ଇ-ଭିସା ବ୍ୟବସ୍ଥା ଆରମ୍ଭ କରିବେ କେନ୍ଦ୍ର ସରକାର । ଖ୍ରୀଷ୍ଟମାସକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଇଛନ୍ତି ସରକାର । କରୋନା ହେବା ପରଠୁ ଇ-ଭିସା ବ୍ୟବସ୍ଥା…

ଦିଲ୍ଲୀରେ ଗର୍ଜିଲେ ପଶ୍ଚିମ ଓଡ଼ିଶାବାସୀ, ସ୍ୱତନ୍ତ୍ର ହିରାଖଣ୍ଡ ରାଏଜ ଗଠନ ଦାବି

ନୂଆଦିଲ୍ଲୀ: ସମ୍ବଲପୁରୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ୍ କରାଯାଉ । ଗଠନ ହେଉ ସ୍ୱତନ୍ତ୍ର ହିରାଖଣ୍ଡ ରାଏଜ୍ । ଏହି ୨ଟି ପ୍ରମୁଖ ଦାବିକୁ ନେଇ ଦିଲ୍ଲୀର ଯନ୍ତରମନ୍ତରରେ ଧାରଣା ଦେଇଛନ୍ତି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାର ଲୋକ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ…

ଇଡି ସାମ୍ନାରେ ସତ ଓଗାଳି ପାରନ୍ତି ଅର୍ଚ୍ଚନା

ଭୁବନେଶ୍ୱର:ଇଡି ସାମ୍ନାରେ ସବୁ ସତ ଖୋଲି ପାରନ୍ତି ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ । ବଡବଡିଆଙ୍କ ମୁଖା ଖୋଲି ଦେଇ ପାରନ୍ତି । ଆଜି ଗଣମାଧ୍ୟମ ସାମ୍ନାରେ ଏମିତି କିଛି ସୂଚନା ଦେଇ ଯାଇଛନ୍ତି ଅର୍ଚ୍ଚନା । ଆଜି ଇଡି ସାମ୍ନାକୁ ଯିବା ପୂର୍ବରୁ ଅର୍ଚ୍ଚନାଙ୍କୁ ଡାକ୍ତର ଚେକଅପ ପାଇଁ…

୨୦୨୨ର ଏହି ପରାଜୟକୁ ଭୁଲି ପାରିବେନି ଭାରତୀୟ କ୍ରିକେଟପ୍ରେମୀ

୨୦୨୨ ଭାରତୀୟ କ୍ରିକେଟପ୍ରେମୀଙ୍କ ପାଇଁ ମିଶ୍ରିତ ଫଳ ଆଣିଛି । ଓଭରାଲ ଟିମ ଇଣ୍ଡିଆ ୬୭ ଆନ୍ତର୍ଜାତୀୟ ମ୍ୟାଚ ଖେଳି ୪୩ ବିଜୟ ହାସଲ କରିଛି । ପ୍ରଦର୍ଶନ ବିଚାରକୁ ନେଲେ ଏହା ଏତେଟା ଖରାପ ନୁହେଁ । ମାତ୍ର ୬ଟି ପରାଜୟକୁ ଭାରତୀୟ ପ୍ରଶଂସକ ଭୁଲି ପାରି ନାହାନ୍ତି । ଦକ୍ଷିଣ ଆଫ୍ରିକାଠାରୁ…