୨୦୨୨ର ଏହି ପରାଜୟକୁ ଭୁଲି ପାରିବେନି ଭାରତୀୟ କ୍ରିକେଟପ୍ରେମୀ
୨୦୨୨ ଭାରତୀୟ କ୍ରିକେଟପ୍ରେମୀଙ୍କ ପାଇଁ ମିଶ୍ରିତ ଫଳ ଆଣିଛି । ଓଭରାଲ ଟିମ ଇଣ୍ଡିଆ ୬୭ ଆନ୍ତର୍ଜାତୀୟ ମ୍ୟାଚ ଖେଳି ୪୩ ବିଜୟ ହାସଲ କରିଛି । ପ୍ରଦର୍ଶନ ବିଚାରକୁ ନେଲେ ଏହା ଏତେଟା ଖରାପ ନୁହେଁ । ମାତ୍ର ୬ଟି ପରାଜୟକୁ ଭାରତୀୟ ପ୍ରଶଂସକ ଭୁଲି ପାରି ନାହାନ୍ତି ।
ଦକ୍ଷିଣ ଆଫ୍ରିକାଠାରୁ…