୧୧ରୁ ଭାରତୀୟ କର୍ଣ୍ଣ ବିଜ୍ଞାନ ସଂଘର ୩୦ତମ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର: ଭାରତୀୟ କର୍ଣ୍ଣ ବିଜ୍ଞାନ ସଂଘ (ଇଣ୍ଡିଆନ୍ ସୋସାଇଟି ଅଫ୍ ଓଟୋଲୋଜି)ର ୩୦ତମ ଜାତୀୟ ସମ୍ମିଳନୀ ଆଇସୋକନ୍ ଆସନ୍ତା ନଭେମ୍ବର୧୧ରୁ ନଭେମ୍ବର୧୩ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ । କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ସହଯୋଗରେ ଏହି ସମ୍ମିଳନୀ…