ଫୁଲ ବ୍ୟବସାୟୀଙ୍କ ଘରୁ ୧୦୦ କୋଟି ଟଙ୍କାର ପୁରାତନ ସାମଗ୍ରୀ ଜବତ
ନୂଆଦିଲ୍ଲୀ: ବ୍ୟବସାୟୀଙ୍କ ଘରୁ ଜବତ ହେଲା ୧୦୦ କୋଟିରୁ ଅଧିକ ମୂଲ୍ୟର ପ୍ରାଚୀନ ସାମଗ୍ରୀ। ପଶ୍ଚିମବଙ୍ଗର ୨୪ ପରଗଣା ଜିଲ୍ଲାର ଦେଗାଙ୍ଗରେ ଏଏସଆଇ ଟିମ୍ ଚଢଉ କରି ଜଣେ ବ୍ୟବସାୟୀଙ୍କ ଘର କୋଟି କୋଟି ଟଙ୍କା ମୂଲ୍ୟର ପୁରାତନ ମୂଲ୍ୟବାନ ସାମଗ୍ରୀ ଜବତ କରିଛି। ବ୍ୟବସାୟୀଙ୍କ ନାଁ ଅସଦୁଜ୍ଜମା…