ମୋଦୀ ଚାଷୀଙ୍କ ପାଇଁ ଟଙ୍କା ପଠାଉଛନ୍ତି, ବିଜେଡି ସରକାର ଏଠି ହଡ଼ପ କରୁଛନ୍ତି: ଧର୍ମେନ୍ଦ୍ର
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବିଜେଡି ସରକାର ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ଅର୍ଥକୁ ହଡ଼ପ କରୁଛି। ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଠାରେ ଆୟୋଜିତ ଏକ ସଭାରେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ଏପରି କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ…