ଅବସର ସଙ୍କେତ ଦେଲେ ଡେଭିଡ ୱାର୍ଣ୍ଣର
ସିଡନୀ: ଭାରତ ଗସ୍ତରେ ଆସିବା ପୂର୍ବରୁ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ଆଜି ତାଙ୍କ ଅବସର ନେଇ ସୂଚନା ଦେଇଛନ୍ତି । ଆମେରିକା ଓ ୱେଷ୍ଟଇଣ୍ଡିଜରେ ୨୦୨୪ରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ମୋ କ୍ୟାରିୟରର ଶେଷ ଆନ୍ତର୍ଜାତୀୟ ଟୁର୍ଣ୍ଣାମେଂଟ ହେବ ବୋଲି ସେ…