Latest Odisha News

BREAKING NEWS

ପରୀକ୍ଷାମୂଳକ ଭାବେ କାର୍ଯ୍ୟକ୍ଷମ ହେଲା ଶୀତଳାପଲ୍ଲୀ ଏସ୍‌ଟିପି

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ପୂର୍ବରୁ ମହୁଡ଼ା ଠାରେ ଗୋଟିଏ ସେପ୍ଟେଜ୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟ(ଏସଟିପି) ଥିବା ବେଳେ ଶୀତଳାପଲ୍ଲୀ ଠାର ନବନିର୍ମିତ ଦ୍ବିତୀୟ ଏସ୍‌ଟିପିକୁ ସୋମବାର ପରୀକ୍ଷାମୂଳକ ଭାବେ କାର୍ଯ୍ୟକ୍ଷମ କରାଯାଇଛି। ନିର୍ମାଣଧିନ ଏହି ପ୍ରକଳ୍ପ ପାଇଁ ୩ କୋଟି ୫୦ ଲକ୍ଷ ଟଙ୍କା…

ପଶ୍ଚିମବଙ୍ଗରେ ୨ଟି ନୂତନ ଜିଲ୍ଲା ଘୋଷଣା କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମମତା

କୋଲକାତା: ପଶ୍ଚିମବଙ୍ଗରେ ୨ଟି ନୂତନ ଜିଲ୍ଲା ଘୋଷଣା କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ମଙ୍ଗଳବାର ପ୍ରଶାସନିକ ବୈଠକରେ ଏ ସମ୍ପର୍କରେ ଘୋଷଣା କରାଯାଇପାରେ ବୋଲି ରିପୋର୍ଟ ପ୍ରକାଶ ପାଇଛି । ସୁନ୍ଦରବନ ଓ ବସିରହାଟବାସୀଙ୍କୁ ରାଜ୍ୟ ସରକାର ଏହି ଭେଟି ଦେବାକୁ ଯାଉଛନ୍ତି ।…

ଚୀନରେ ବିବିସି ରିପୋର୍ଟରଙ୍କୁ ମାଡ ପରେ ଅଟକ

ନୂଆଦିଲ୍ଲୀ: ଚୀନରେ କରୋନା କଟକଣା ନେଇ ସାଧାରଣ ଜନତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହାକୁ ନେଇ ରିପୋର୍ଟିଂ କରୁଥିବା ବେଳେ ବିବିସି ରିପୋର୍ଟରଙ୍କ ଉପରେ ଚୀନ ପୋଲିସ କଠୋର ବ୍ୟବହାର ପ୍ରଦର୍ଶନ କରିଛି । ଅଧିକାରୀମାନେ ତାଙ୍କୁ ମାଡ ମାରିବା ସହ ଘୋଷାରି ଥାନାକୁ ନେଇ ପଳାଇଥିଲେ…

କାଲିଠୁ ପଦ୍ମପୁରରେ ପ୍ରଦୀପଙ୍କ ପାଇଁ ଭୋଟ୍ ମାଗିବେ ଧର୍ମେନ୍ଦ୍ର

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିପାଇଁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ ତାରିଖରେ…

ଆଉ ଏକ ପ୍ୟାନ ଇଣ୍ଡିଆ ପ୍ରୋଜେକ୍ଟରେ ଅଭିନୟ କରିବେ ରାମଚରଣ

ମାଡ୍ରାସ: ବାହୂବଳୀ ଓ ଆରଆରଆର ଫିଲ୍ମ ମାଧ୍ୟମରେ ସାଉଥ ସୁପରଷ୍ଟାର ରାମଚରଣ ଏବେ ସାରା ଭାରତରେ ପରିଚିତ ହୀରୋ ସାଜିଛନ୍ତି । ତାଙ୍କ ଫିଲ୍ମକୁ ଦେଖିବା ପାଇଁ ପ୍ରଂଶସକମାନେ ବ୍ୟଗ୍ରତା ସହକାରେ ଅପେକ୍ଷା କରୁଛନ୍ତି । ଇତି ମଧ୍ୟରେ ରାମଚରଣଙ୍କ ଆଗାମୀ ଫିଲ୍ମର ଘୋଷଣା ହୋଇସାରିଛି । ଉପେନା ଫିଲ୍ମ…

ବିମାନରେ ମିଳିବ 5G ! କରି ପାରିବେ କଲ୍, ଚଲାଇ ପାରିବେ ଇଣ୍ଟରନେଟ୍

ନୂଆଦିଲ୍ଲୀ: ବିମାନ ଯାତ୍ରା ସମୟରେ ମଝି ଆକାଶରୁ କରି ପାରିବେ କଲ୍ । ଇଚ୍ଛା ଅନୁସାରେ ଦେଖି ପାରିବେ ଅନଲାଇନ୍ ଭିଡିଓ । ଖୁବଶୀଘ୍ର ବିମାନ ଯାତ୍ରା ବେଳେ ମିଳିପାରେ ୫ଜି ସେବା । ଏବେ ଦେଶରେ ୫ଜି ସେବା ଆରମ୍ଭ ହୋଇଥିବା ବେଳେ ଶୀଘ୍ର ହିଁ ଦେଶର ଅନ୍ୟ ସହରରେ ଉପଲବ୍ଧ ହେବ । ୪ଜି ତୁଳନାରେ…

ଏହି ୪ଟି ସମସ୍ୟାରୁ ମୁକ୍ତି ଦିଏ ଅଶ୍ୱଗନ୍ଧା ପାଉଡର

ଭୁବନେଶ୍ୱର: ଅଶ୍ୱଗନ୍ଧା ଏମିତି ଏକ ଆୟୁର୍ବେଦିକ ଜଡିବୁଟି ଯେଉଁଥିରେ ପ୍ରଚୁର ପରିମାଣରେ ପୋଷକ ତତ୍ତ୍ୱ ରହିଛି ଯାହା ଶରୀର ପକ୍ଷେ ଲାଭଦାୟକ ରହିଥାଏ । ଗୁଣକାରୀ ଅଶ୍ୱଗନ୍ଧା ଶରୀରକୁ ବିଭିନ୍ନ ଲାଭ ଦେଇଥାଏ । ଅଶ୍ୱଗନ୍ଧାର ମୂଳକୁ ଗୁଣ୍ଡ କରି କ୍ଷୀର କିମ୍ୱା ପାଣିରେ ମିଶାଇ ସେବନ କରାଯାଇଥାଏ ।…

ଶଶୂର ନାଁରେ ସଙ୍ଗୀନ ଅଭିଯୋଗ ଆଣିଲା ବୋହୂ

କଟକ : ନ୍ୟାୟ ପାଇବା ପାଇଁ ସ୍ୱାମୀ ଘର ଆଗରେ ଧାରଣାରେ ବସିଲେ ମହିଳା । ସ୍ବାମୀ ନଥିବା ସମୟରେ ଶଶୂର ଦେଉଥିଲା ନିର୍ଯାତନା । ବୋହୂକୁ ନିଜର କରିବାକୁ ଚଳାଇଥିଲା ପ୍ରୟାସ  । ଏଭଳି ସଙ୍ଗୀନ ଅଭିଯୋଗ ଆଣିଛି ଜଣେ ବୋହୂ । କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ ମାଛୁଆତି ଗାଁର ସନାତନ…

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଡ ଲାଗି ନୀତି

ପୁରୀ: ମାର୍ଗଶିର ଶୁକ୍ଳ ପଞ୍ଚମୀ ରାତିରେ ଶ୍ରୀଜଗନ୍ନାଥ ସବୁ ଦିନ ପରି ପାରମ୍ପରିକ ଗୀତଗୋବିନ୍ଦ ଖଣ୍ଡିଆ ନ ପିନ୍ଧି ଖୁବ୍ ପତଳା ଝୀନ ବସ୍ତ୍ର ପିନ୍ଧନ୍ତି। ଏହାର ତାତ୍ପର୍ଯ୍ୟ ହେଉଛି, ସେ ଶୀତର ପ୍ରକୋପକୁ ଅସ୍ୱୀକାର କରନ୍ତି। କଥିତ ଅଛି ଯେ ଏହା ଫଳରେ ଶୀତ ଡରିଯାଇ ତାଙ୍କର ଶରଣରେ ପଶେ ଏବଂ…