Latest Odisha News

BREAKING NEWS

ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବଙ୍କ ବିରୁଦ୍ଧରେ ଅଭିଯୋଗ, କର୍ମଚାରୀଙ୍କ ଆନ୍ଦୋଳନ

ଭୁବନେଶ୍ୱର : ଦୀର୍ଘ ଦିନ ଧରି ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ କୌଣସି କାର୍ଯ୍ୟକ୍ରମ ଠିକ ଭାବରେ ହେଉନଥିବାରୁ ଏକାଡେମୀର କର୍ମଚାରୀମାନେ ଅନୁଷ୍ଠାନର ସଚିବଙ୍କ ବିରୁଦ୍ଧରେ ଗୁରୁତର ଅଭିଯୋଗମାନ ଆଣି ହଠାତ୍ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଦେଇଛନ୍ତି । ଫଳରେ ଏକାଡେମୀର କାର୍ଯ୍ୟରେ…

ଜେଲରୁ ପୁଣି ଭାଇରାଲ ହେଲା ସତ୍ୟେନ୍ଦ୍ର ଜୈନଙ୍କ ଭିଡିଓ

ନୂଆଦିଲ୍ଲୀ: ପୁଣି ଅଡୁଆାରେ ଆପ୍ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ   । ତିହାର  ଜେଲ ଭିତରେ ଆପ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବା ପରେ ଅଡୁଆ ବଢିବାରେ ଲାଗିଛି । ଏବେ ପୁଣି ଏକ ଭିଡିଓ ଭାଇରାଲ ହୋଇଛି । ସେପ୍ଟମ୍ବର ୧୨ ତାରିଖ ରାତି ପ୍ରାୟ ୮ଟା ସମୟର…

ନେତାଙ୍କ କାନ୍ଦ ଦେଖି ହସୁଛନ୍ତି ଜନତା, ଚାଷୀ ଜଳକା

ଭୁବନେଶ୍ୱର: କାହା  ଆଖିରେ ଲୁହ ନିଜ ଆଖି ଦେଖିଲେ ଆପେ ଓଦା ହୋଇଯାଏ । ସେଥିପାଇଁ କେହି ଜଣେ କାନ୍ଦକୁ ସଂକ୍ରମଣ ବୋଲି କହିଥିଲେ । ହେଲେ ଏ କି ଦୃଶ୍ୟ ! ଅନ୍ୟର କାନ୍ଦ କେବେ ହାସ୍ୟରୋଳ ସୃଷ୍ଟି କରପାରେ ? ହେଲେ ଏଠି ବିଜେଡି-ବିଜପି କାନ୍ଦ ସାରା ରାଜ୍ୟବାସୀଙ୍କୁ ହସାଉଛି ! ହଁ, ରାଜନୀତିରେ…

ସତୀଶ ଧାଓ୍ୱନ ଲଞ୍ଚପ୍ୟାଡରୁ ପିଏସଏଲଭି-ସି୫୪ ରକେଟ୍ ସଫଳ ଉତକ୍ଷେପଣ

ଚେନ୍ନାଇ: ଶ୍ରୀହରିକୋଟା ସତୀଶ ଧାଓ୍ୱନ ଲଞ୍ଚପ୍ୟାଡରୁ ପିଏସଏଲଭି-ସି୫୪ ରକେଟ୍ ସଫଳ ଉତକ୍ଷେପଣ । ୯ ସାଟେଲାଇଟ୍ ନେଇ ମହାକାଶକୁ ଗଲା ରକେଟ୍। ଓସିଏନ୍-୩ ସହ ୮ଟି ନାନୋ ସାଟେଲାଇଟକୁ ମିଶାଇ ୧୧୧୭କେଜି ଓଜନ ବହନ କରିଛି ପିଏସଏଲଭି-ସି୫୪। ଏସବୁଗୁଡିକ ଆର୍ଥ ଅବଜରଭେସନ୍ ସାଟେଲାଇଟ୍ ।…

୫୫ ନଂ ଜାତୀୟ ରାଜପଥ ସାମ୍ପ୍ରସାରଣ ସମ୍ପୂର୍ଣ୍ଣ ଦାବିରେ ରାଜପଥ ଅବରୋଧ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓ ଅନୁଗୋଳ ଜିଲ୍ଲାର ଦେଇ ଯାଇଥିବା ୫୫ ନମ୍ୱର ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଦାବିରେ ବିଜେଡି କର୍ମୀଙ୍କ ପକ୍ଷରୁ ଚକା ବନ୍ଦ କରାଯାଇଛି । ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ବରିଷ୍ଠ ନେତୃ ବୃନ୍ଦମାନେ ଏକାଠି ହୋଇ ୫୫ ନମ୍ବର ଜାତୀୟ…

ବରଗଡ଼ ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

ବରଗଡ଼ : ଧନୁଯାତ୍ରାକୁ ନେଇ ଚଳଚଞ୍ଚଳ ବରଗଡ଼ ସହର  । ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି  । ତେବେ ଆସନ୍ତା ଡିସେମ୍ବର ୨୭ ତାରିଖରୁ ଜାନୁୟାରୀ ୬ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ହେବ ଏହି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଆଉ ଅଳ୍ପ ଦିନ ପରେ ବରଗଡ ପାଲଟି…

ଶ୍ରୀମନ୍ଦିରର ଜଗମୋହନ ବା ମୁଖଶାଳା (୧)

ଦେବୀ ପ୍ରସନ୍ନ ନନ୍ଦଙ୍କ ନିୟମିତ ସମ୍ଭ ” ଅନନ୍ୟ ଶଙ୍ଖକ୍ଷେତ୍ର” ରେଖ ଦେଉଳ ଶୈଳୀରେ ନିର୍ମିତ ବିମାନର ପୂର୍ବ ଦିଗରେ ସଂଯୁକ୍ତ ପୀଢ଼ ଦେଉଳ ଜଗମୋହନ ନାମରେ ଖ୍ୟାତ । ବିମାନ ସହିତ ଏହା ଶ୍ରୀବତ୍ସଖଣ୍ଡଶାଳର ମୁଖ୍ୟ ଅଂଶ ଭାବରେ ବିଦିତ । କାବ୍ୟ କଳ୍ପନାରେ ଏହାକୁ ମହାଲକ୍ଷ୍ମୀ, ନାରାୟଣଙ୍କ…

ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ । ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିଲା ଶୀତ । ଆଞ୍ଚଳିକ ପାଣିପାଗ ଦ୍ୱାରା ଗତ ୨୪ ଘଣ୍ଟାରେ ରେକର୍ଡ ତାପମାତ୍ରା ଅନୁସାରେ ୧୯ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ରହିଛି ରାତି ତାପମାତ୍ରା । ସମତଳ ଅଞ୍ଚଳରେ ସର୍ବନିମ୍ୱ ତାପମାତ୍ରା ରହଛି । ସୁନ୍ଦରଗଡ କିରେଇରେ ୯.୫…

କିଡନୀ ପ୍ରତ୍ୟାରୋପଣ କରିବେ ଆରଜେଡି ସୁପ୍ରିମୋ ଲାଲୁ ଯାଦବ, ଗଲେ ସିଙ୍ଗାପୁର

ନୂଆଦିଲ୍ଲୀ : କିଡନୀ ପ୍ରତ୍ୟାରୋପଣ ଲାଗି ଆରଜେଡି ସୁପ୍ରିମୋ ଲାଲୁ ଯାଦବ ନିଜ ପରିବାର ସହ ସିଙ୍ଗାପୁର ଯାତ୍ରା କରିଛନ୍ତି । ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କର ଡିସେମ୍ବର ପ୍ରଥମ ସପ୍ତାହରେ କିଡନୀ ପ୍ରତ୍ୟାରୋପଣ କରାଯିବ । ସିଙ୍ଗାପୁରରେ ବାସ କରୁଥିବା ଲାଲୁଙ୍କ ଝିଅ ରୋହିଣୀ…

୨୬/୧୧ ଆକ୍ରମଣ ଷଡ଼ଯନ୍ତ୍ରକାରୀଙ୍କୁ ବୈଦେଶିକ ମନ୍ତ୍ରୀ ଜୟଶଙ୍କରଙ୍କ ଚେତାବନୀ

ନୂଆଦିଲ୍ଲୀ: ୨୦୦୮ ମସିହା ନଭେମ୍ୱର ୨୬ ତାରିଖରେ ଆତଙ୍କବାଦୀ ଆକ୍ରମଣରେ ଥରିଉଠିଥିଲା ମୁମ୍ୱାଇ । ଆଜି ଏହି ଆକ୍ରମଣକୁ ୧୪ବର୍ଷ ହୋଇଛି । ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଟ୍ୱିଟ କରି ସେ କହିଛନ୍ତିଯେ, ଯେଉଁମାନେ ମୁମ୍ୱାଇ ଆକ୍ରମଣର…