“ଥିଲେ ଦିଅ, ନଥିଲେ ନିଅ” ‘ଉଡ୍ର’ ପକ୍ଷରୁ ଶୀତବସ୍ତ୍ର ବଂଟନ
କୋରେଇ: “ଥିଲେ ଦିଅ, ନଥିଲେ ନିଅ” ଆନ୍ଦୋଳନର ପ୍ରବର୍ତକ ବିଶିଷ୍ଟ ସାହିତ୍ୟିକ, ସମାଜସେବୀ, ଶ୍ରମିକ ନେତା ମାୟାଧର ନାୟକଙ୍କ ଶୀତ ଅଭିଯାନରେ ଅନୁପ୍ରାଣିତ ହୋଇ ‘ଉଡ୍ର’ ଚାରିଟେବୁଲ ଟ୍ରଷ୍ଟ ତରଫରୁ ଚଳିତ ବର୍ଷ ପୁରୁଣା ବସ୍ତ୍ର ଏବଂ ନୂତନ ବସ୍ତ୍ର ସଂଗ୍ରହ ଅଭିଯାନ ୨୪ ତାରିଖ ଅପରାହ୍ନରେ…