ବିଜୟ ହଜାରେ ଟ୍ରଫି: ପରାଜୟ ସହ ନୈରାଶ୍ୟଜନକ ଢଙ୍ଗରେ ଓଡିଶା ଶେଷ କଲା ଅଭିଯାନ
ମୁମ୍ବାଇ:ଡିୱାଇ ପାଟିଲ ଷ୍ଟାଡିୟମରେ ଖେଳାଯାଇଥିବା ବିଜୟ ହଜାରେ ଟ୍ରଫିର ଏକ ମୁକାବିଲାରେ ସୋମବାର ଓଡିଶା ୫ ୱିକେଟରେ ପଞ୍ଜାବ ନିକଟରୁ ପରାଜିତ ହୋଇଛି । ଏଥିସହ ଓଡିଶା ନୈରାଶ୍ୟଜନକ ଢଙ୍ଗରେ ଅଭିଯାନ ଶେଷ କରିଛି । ପ୍ରଥମେ ବ୍ୟାଟିଂ କରି ଓଡିଶା କାର୍ତିକ ବିଶ୍ୱାଳଙ୍କ ୧୦୭ ଅପରାଜିତ( ୧୧୨ ବଲ,…