ଅଧା ବାଟରେ ଅନାଥ କରି ଚାଲିଗଲେ ବାପା ମା’, ୪ ପ୍ରାଣୀକୁ ପୋଷୁଛନ୍ତି ଜ୍ୟୋତି
କେନ୍ଦ୍ରାପଡ଼ା : ଜୀବନ ଜିଇଁବାକୁ ଲଢ଼େଇ କରୁଛନ୍ତି ଜ୍ୟୋତି । ଅଧାବାଟରେ ମୁଣ୍ଡରୁ ହାତ କାଢ଼ିନେଇଛନ୍ତି ବାପା-ମା’ । ଜନ୍ମ ଦେଇ ଦୁନିଆକୁ ଆଣିଥିଲେ ସତ ହେଲେ ଜ୍ୟୋତି ମଣିଷ ହେବା ପୂର୍ବରୁ ଛାଡ଼ି ଚାଲିଗଲେ ପରପାରିକୁ । ଆଉ ଘରର ସମସ୍ତ ଦାୟିତ୍ୱ ଦେଇଗଲେ ଏଇ କୋଡିଏ ବର୍ଷର ଝିଅ ମୁଣ୍ଡରେ…