ସ୍ବାସ୍ଥ୍ୟକେନ୍ଦ୍ରରୁ ଜୈବ ବର୍ଜ୍ୟ ସଂଗ୍ରହ କରିବ ସ୍ବତନ୍ତ୍ର ଯାନ
ବ୍ରହ୍ମପୁର:ବ୍ରହ୍ମପୁର ମହାନଗର ନିଗମର ପରିଚାଳନାରେ ଥିବା ୮ଟି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ୬ଟି ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରରୁ ଜୈବ ବର୍ଜ୍ୟ ସଂଗ୍ରହ ପାଇଁ ସ୍ବତନ୍ତ୍ର ଗାଡ଼ିର ବ୍ୟବହାର କରାଯିବ। ବୁଧବାର ନିଗମ କାର୍ଯ୍ୟାଳୟ ପରିସରରେ ମେୟର ସଂଘମିତ୍ରା ଦଳେଇ, ଡେପୁଟି…