ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟରୁ ପ୍ରଫେସର କିଶୋର ବସାଙ୍କ ଇସ୍ତଫା
ବାରିପଦା: ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟରୁ ଇସ୍ତଫା ଦେଇଛନ୍ତି ପ୍ରଫେସର କିଶୋର କୁମାର ବାସା। ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ (ଏନ୍ଏମ୍ଏ)ର ଅଧ୍ୟକ୍ଷ ଭାବେ ତାଙ୍କୁ ନିଯୁକ୍ତ କରିଛନ୍ତି। ଏହାପରେ ସେ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟର କୁଳପତି ପଦରୁ ସେ ଇସ୍ତଫା ଦେଇଛନ୍ତି। ଗତ ୧୦…