କୋଇଲା ନଗରୀରେ ଧନୁଯାତ୍ରା ମହୋତ୍ସବ, ପୁତୂନାଙ୍କ ନିଧନରେ କଂସ ମର୍ମାହତ
ଝାରସୁଗୁଡ଼ା : ଧନୁଯାତ୍ରା ପାଇଁ ଚଳଚଞ୍ଚଳ ଝାରସୁଗୁଡ଼ା । କୋଇଲା ନଗରୀରେ ଧନୁଯାତ୍ରା ମହୋତ୍ସବ । କରୋନା ମହାମାରୀ ଯୋଗୁଁ ଦୁଇ ବର୍ଷ ଧରି ବନ୍ଦ ଥିବା ବେଳେ ପୁଣି ସେହି ଧୁମଧାମରେ ଓ ଉତ୍ସାହରେ ଆରମ୍ଭ ହୋଇଛି ତୃତୀୟ ଦିନର ବନ୍ଧବାହାଲ ଧନୁଯାତ୍ରା ମହୋତ୍ସବ । ବନ୍ଧବାହାଲ କଲୋନି ମଥୁରାନଗରୀ…