ଆସନ୍ତା ବର୍ଷରୁ ହବିଷ୍ୟାଳିଙ୍କ ପାଇଁ ଡିଜିଟାଲ୍ ପଞ୍ଜୀକରଣ ବ୍ୟବସ୍ଥା
ଭୁବନେଶ୍ୱର: ପୁରୀରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ହବିଷ୍ୟାଳି ମା’ମାନଙ୍କ ଆଲୋଚନା କରିଥିଲେ।
ଏହି ଅବସରରେ ସେ କହିଥିଲେ ଯେ ହବିଷ୍ୟାଳି ମା’ମାନଙ୍କ ଭକ୍ତି ହେଉଛି ଓଡ଼ିଶାର ନୈତିକ…