ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୬୯)
ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’
ସମ୍ଭବଙ୍କୁ ଖାଇବାକୁ ବାଢ଼ି ନିଜ ପାଇଁ ଖାଇବା ବାଢିଲା ବେଳେ ଦୁଇ ଥର ମିସ୍ କଲ୍ ହୋଇ କଟି ଯାଇଥିଲା । ସମ୍ଭବ ବିରକ୍ତି ଭରା ଗଳାରେ ଗେର ଗେର ହୋଇ କହୁଥିଲେ ,"ଯେତେବେଳେ ଦେଖ ଖାଲି ଫୋନ ଆଉ କଣ କିଛି କାମ ଅଛି ମାଡାମ୍ ଙ୍କର…