ଛାତ୍ର ବିଜେଡ଼ି କ୍ୟାମ୍ପସ କମିଟିର ସଂଯୋଜକ ଥିଲେ ଛାତ୍ରୀଙ୍କୁ ଅସଦାଚରଣର ମୁଖ୍ୟ ଅଭିଯୁକ୍ତ
ବ୍ରହ୍ମପୁର: ବିନାୟକ ଆଚାର୍ଯ୍ୟ କଲେଜର ଛାତ୍ରୀଙ୍କୁ ଅସଦାଚରଣ ଏବଂ ଏସଂପର୍କିତ ଭିଡ଼ିଓ ଭାଇରାଲ୍ ଘଟଣାକୁ ନେଇ ସାରା ରାଜ୍ୟରେ ଉଦ୍ବେଗ ପ୍ରକାଶ ପାଇବାରେ ଲାଗିଛି। ଏହି ଘଟଣାରେ ସଂପୃକ୍ତ ଥିବା ଛାତ୍ରଛାତ୍ରୀଙ୍କୁ ସବୁଆଡ଼ୁ ସମାଲୋଚନା କରାଯାଉଛି। ତେବେ ଏହାର ଭିତରେ ଆଉ ଏକ ସାଂଘଂତିକ ତଥ୍ୟ…