ପ୍ରଫେସର ଘନଶ୍ୟାମ ଦାଶ ଛାତ୍ରବୃତ୍ତି 2021 ପାଇଁ ମନୋନୀତ ପ୍ରାର୍ଥୀମାନଙ୍କୁ ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ…
ଭୁବନେଶ୍ବର: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ ଏବଂ ଇଣ୍ଡିଆନ ମେଟାଲ୍କ ଆଣ୍ଡ ଫେରୋ ଆଲୟଜ୍ ଲିମିଟେଡ (ଇମ୍ପା) ଦ୍ବାରା ଉଚ୍ଚଶିକ୍ଷା ପାଇଁ ପ୍ରଫେସର ଘନଶ୍ୟାମ ଦାଶ ଛାତ୍ରବୃତ୍ତି 2021 ପ୍ରାପ୍ତ କରିଥିବା ବିଦ୍ୟାର୍ଥୀମାନଙ୍କ ନିମନ୍ତେ ଏକ ପୁରସ୍କାର ସମାରୋହର ଆୟୋଜନ କରିଛନ୍ତି ।…