ପରଲୋକରେ ପ୍ରସିଦ୍ଧ ଗଣିତଜ୍ଞ ଗୋକୁଳାନନ୍ଦ ଦାସ
ଭୁବନେଶ୍ୱର: ପ୍ରସିଦ୍ଧ ଗଣିତଜ୍ଞ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଉପ-କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଶେଷ ସମୟରେ ତାଙ୍କ ପାଖରେ ଧର୍ମପତ୍ନୀ, ଦୁଇ ପୁଅ…