ପ୍ରେମିକା ଶ୍ରଦ୍ଧାଙ୍କୁ ହତ୍ୟା କରି ୩୫ ଖଣ୍ଡ କରି ଫ୍ରିଜରେ ରଖିଥିଲା ଅଫତାବ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ଶ୍ରଦ୍ଧା ୱାକରଙ୍କୁ ତାଙ୍କ ପ୍ରେମିକ ଅଫତାବ ପ୍ରଥମେ ପ୍ରେମ କରି ପରେ ତାଙ୍କୁ ହତ୍ୟା କରି ୩୫ ଖଣ୍ଡ କରିବା ଘଟଣା ସାରା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦେଶର ରାଜଧାନୀ ଦିଲ୍ଲୀରେ ପ୍ରେମିକା ଶ୍ରଦ୍ଧାଙ୍କୁ ହତ୍ୟା କରି ବିଭତ୍ସ ଭାବେ ଖଣ୍ଡ ଖଣ୍ଡ କରି ଜଙ୍ଗଲରେ…