Latest Odisha News

BREAKING NEWS

ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର : ଓଡିଆଙ୍କ ହୃଦୟ ଜିତି ପୁଣି ନିଜ କର୍ମସ୍ଥଳୀକୁ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ଏୟାରପୋର୍ଟରୁ ସେ ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି । ୨ ଦିନ ପାଇଁ ସେ ଓଡିଶା ଗସ୍ତରେ ଆସିଥିଲେ । ପ୍ରଥମ ଦିନ ପୁରୀ ଓ ଦ୍ୱିତୀୟ ଦିନ ରାଜଧାନୀରେ କାଟିଥିଲେ ରାଷ୍ଟ୍ରପତି…

ଅଧା ରହିଗଲା ଅଗ୍ନିବୀର ସ୍ୱପ୍ନ: ରାଲିରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ

ଭୋପାଳ: ସେନାରେ ଯୋଗ ଦେବେ । ଦେଶ ପାଇଁ ଲଢିବେ । ଆଖିରେ ଥିଲା ଏମିତି କିଛି ସ୍ୱପ୍ନ  । ସ୍ୱପ୍ନ ପୂରଣ ପାଇଁ ଲାଗି ପଡିଥିଲେ । ଜୋରଦାର ପ୍ରସ୍ତୁତି  କରିଥିଲେ । ହେଲେ ସବୁ ସ୍ୱପ୍ନ ଅଧା ରହିଗଲା । ସେନାରେ ଭର୍ତ୍ତି ହେବା ପୂର୍ବରୁ ଚାଲିଗଲା ଜୀବନ । ଜଣେ ନୁହେଁ, ହାତ ଧରାଧରି ହୋଇ…

ରାଜୀବ ହତ୍ୟା ମାମଲାର ୬ ଅଭିଯୁକ୍ତଙ୍କୁ ଖଲାସ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ 

ନୂଆଦିଲ୍ଲୀ: ରାଜୀବ ଗାନ୍ଧୀ ହତ୍ୟା ଘଟଣାରେ ସଂପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଖଲାସ  କରିବା ପାଇଁ ସୁପ୍ରିମକୋର୍ଟ ଆଜି ନିର୍ଦ୍ଦେଶ  ଦେଇଛନ୍ତି । ଯଦି ସେମାନଙ୍କ ବିରୋଧରେ ଅନ୍ୟ କୌଣସି ମାମଲା ନାହିଁ ତେବେ ସେମାନଙ୍କୁ ତୁରନ୍ତ ଖଲାସ କରିବା ପାଇଁ କୋର୍ଟ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି ।…

ଘୁମରେଶ୍ୱର ଶୈବ ପୀଠରେ ଜଳପ୍ରପାତକୁ ଖସି ଯୁବକ ନିଖୋଜ

ନବରଙ୍ଗପୁର : ସେଲ୍ଫି ହେଲା କାଳ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ସଦର ପଞ୍ଚାୟତ  ଅନ୍ତର୍ଗତ ପ୍ରସିଦ୍ଧ ଘୁମରେଶ୍ବର ଶୈବ ପୀଠ ରେ ଘଟିଛି ଏକ ଅଘଟଣ  ।  ଘଟଣା  ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ସଦର ପଂଚାୟତ ଅନ୍ତର୍ଗତ ମଙ୍ଗରଦୋରା ନିକଟରେ ରହିଥିବା ପ୍ରସିଦ୍ଧ…

ପଦ୍ମପୁର ଉପନିର୍ବାଚନରେ ପ୍ରଦୀପ ପୁରୋହିତ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର: ପଦ୍ମପୁର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବେ ପ୍ରଦୀପ ପୁରୋହିତ । ଏନେଇ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ସୂଚନା ଦେଇଛନ୍ତି । ପ୍ରଦୀପ ପୁରୋହିତ ପଦ୍ମପୁର ଉପନିର୍ବାଚନରେ ବିଜେପି ପକ୍ଷରୁ ନାମାଙ୍କନ ଭରିବେ ବୋଲି କହିଛନ୍ତି କୁସୁମ ଟେଟେ । ୧୪ ତାରିଖରେ ବିଜେପି ପ୍ରାର୍ଥୀ…

ସାଲେପୁରରେ ଗ୍ୟାସ ଟାଙ୍କି ଫାଟି ଜଳିଗଲା ଅଙ୍ଗନବାଡି

ସାଲେପୁର : ସାଲେପୁରରେ ଅଭାବନୀୟ ଘଟଣା । ଗ୍ୟାସ ଟାଙ୍କି ଫାଟିଯିବାରୁ ହଠାତ୍ ନିଆଁ ଲାଗିଯାଇଥିଲା । ଅଙ୍ଗନବାଡିରୁ ପ୍ରଚୁରମାତ୍ରାରେ ଧୂଆଁ ବାହାରିଥିଲା । ମାହାଙ୍ଗା ଲଳିତଗିରି ଗାଁ ଅଙ୍ଗନବାଡି କେନ୍ଦ୍ରରେ ଏଭଳି ଅଘଟଣ ଦେଖିବାକୁ ମିଳିଛି ।  ପାଚିକା ରୋଷେଇ କଲା ବେଳେ ହଠାତ୍ ନିଆଁ…

ବାଲିଯାତ୍ରାରେ ମନ ମୋହୁଛି ସ୍ମୋକ୍ ବିସ୍କୁଟ୍

କଟକ: ବିସ୍କୁଟ୍ ଖାଇବାକୁ ସମସ୍ତଙ୍କୁ ଭଲ ଲାଗେ । ପିଲାଠୁ ବୁଢ଼ା ସମସ୍ତଙ୍କୁ ବିସ୍କୁଟ୍ ଲୋଡ଼ା । ଆଉ ଚା କପ୍ ସହ ବିସ୍କୁଟ୍ ହେଲେ ଆନନ୍ଦ କାହିଁରେ କେତେ । କଟକ ବାଲିଯାତ୍ରାରେ ସ୍ମୋକ ବିସ୍କୁଟ୍ ସମସ୍ତଙ୍କ ମନ ମୋହୁଛି । ଏହି ବିସ୍କୁଟ୍ ଯିଏ ଥରେ ଖାଉଛି, ଆଉ ଥରେ ଖାଇବାକୁ ଇଚ୍ଛା କରୁଛି ।…

ପ୍ରଭାସିନୀ ମହାକୁଡ଼ଙ୍କ ଅନୂଦିତ କବିତା ସଙ୍କଳନ ଜୀଇଁ ନଥିବା ଜୀବନ’ ଉନ୍ମୋଚିତ

ଭୁବନେଶ୍ବର : ଅଗ୍ରଣୀ ପ୍ରକାଶନୀ ସଂସ୍ଥା ଏଥେନା ବୁକ୍ସ ଦ୍ଵାରା ପ୍ରକାଶିତ ବିଶିଷ୍ଟ ସାହିତ୍ୟିକା ପ୍ରଭାସିନୀ ମହାକୁଡ଼ଙ୍କ ଦ୍ଵାରା ଅନୂଦିତ କବିତା ସଙ୍କଳନ ଜୀଇଁ ନଥିବା ଜୀବନ' ସ୍ଥାନୀୟ କେଦାରନାଥ ଗବେଷଣା କେନ୍ଦ୍ରର ସଭାଗୃହରେ ଉନ୍ମୋଚିତ ହୋଇଯାଇଛି। ବିଶିଷ୍ଟ ହିନ୍ଦୀ କବି କୁଲଦୀପ…

ପିଲାବେଳର ସ୍ମୃତି ସାଉଁଟିଲେ ମାଡାମ୍ ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନରେ ଭୁବନେଶ୍ୱରସ୍ଥିତ ତପୋବନ ହାଇସ୍କୁଲ ଓ ୟୁନିଟ୍ ୨ ସ୍ଥିତ ଗାର୍ଲସ୍ ହାଇସ୍କୁଲ ଯାଇ ପିଲାବେଳର ସ୍ମୃତି ସାଉଁଟିଛନ୍ତି । ଛାତ୍ରଛାତ୍ରୀଙ୍କ ସହିତ ଫଟୋ ଉଠାଇଲେ ରାଷ୍ଟ୍ରପତି ନିଜ…