ନେଟଫ୍ଲିକ୍ସ, ଆମାଜନ ପ୍ରାଇମ ପରି ଓଟିଟି ପ୍ଲାଟଫର୍ମର ପାସୱାର୍ଡ ସେୟାର କଲେ ହେବ ଜେଲ୍ ଦଣ୍ଡ!
ଓଡ଼ିଶା ସମ୍ବାଦ ବ୍ୟୁରୋ: ଆପଣ ନେଟଫ୍ଲିକ୍ସ, ଆମାଜନ ପ୍ରାଇମ ପରି ଓଟିଟି ପ୍ଲାଟଫର୍ମର ପାସୱାର୍ଡ ସାଙ୍ଗ ଏବଂ ସମ୍ପର୍କୀୟଙ୍କ ସହ ସେୟାର କରନ୍ତି କି? ଯଦି ହଁ, ତେବେ ଜାଣନ୍ତୁ ଯେ ଏବେ ଏପରି କଲେ ଆପଣଙ୍କୁ ଜେଲ ହୋଇପାରେ । ଆପଣ କୋର୍ଟ କଚେରୀ ଦୌଡ଼ିପାରନ୍ତି। ତଥାପି ଏପରି ନିୟମ ବ୍ରିଟେନରେ…