ଚେନ୍ନାଇରେ ପ୍ରବାସୀ ଓଡ଼ିଆ ପାଳିଲେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ
ବ୍ରହ୍ମପୁର:ଉତ୍କଳ ଆସୋସିଏସନ୍ ମାଡ୍ରାସ ତରଫରୁ ଚେନ୍ନାଇ ସ୍ଥିତ ଓଡ଼ିଶା ଭବନଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୭ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏଥିରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଏଭଳି କାର୍ଯ୍ୟକ୍ରମ ଆୟୋଜନ କରିଥିବା…