Latest Odisha News

BREAKING NEWS

ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ଗତକାଲି ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ  । ଏନେଇ ଚୁକ୍ତି ଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି  । ସାଧାରଣ ପ୍ରଶାସନ ଓ ସାଧାରଣ…

ସାହିତ୍ୟ, ନିଜ ଗତିପଥ ନିଜେ ନିର୍ଦ୍ଧାରଣ କରେ : ଶତ୍ରୁଜିତ

ଓଡ଼ିଶା ସାହିତ୍ୟରେ ଜଣେ ଅଗ୍ରଣୀ ଲେଖକ ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଶତ୍ରୁଜିତ ( ଦିଲୀପ ମିଶ୍ର )। ସ୍ତମ୍ଭ , ଗଳ୍ପ , କବିତା, ଫିଚର, ଭଳି ଓଡ଼ିଆ ସାହିତ୍ୟର ବିବିଧ କ୍ଷେତ୍ରରେ ନିଜର ପାରଦର୍ଶିତା ପ୍ରଦର୍ଶନ କରି ବିପୁଳ ପାଠକୀୟ ଆଦୃତି ଲାଭ କରିଛନ୍ତି ସେ। ତାଙ୍କ…

ସଡ଼କ ଦୁର୍ଘଟଣାରେ ଦୁଇ ମହିଳାଙ୍କ ମୃତ୍ୟୁ

ଯାଜପୁର: ବୈରୀ ଥାନା ଅନ୍ତର୍ଗତ ଛତିଆ ନିକଟରେ ଟ୍ରକ ଧକ୍କାରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି ।  ଭୁବନେଶ୍ଵର ସହିଦନଗର ଅଞ୍ଚଳରୁ ଏକ ପରିବାର ଯାଜପୁର ବିରଜା ଦର୍ଶନ ପାଇଁ ଯାଉଥିବା ବେଳେ ଛତିଆ ନିକଟରେ ଜଳଖିଆ ଖାଇବା ପାଇଁ ରହିଥଲେ  । କାରର  ଡ୍ରାଇଭର ହ୍ୟାଣ୍ଡବ୍ରେକ ନ ପକାଇ ବାହାର କୁ…

ଟି୨୦ ବିଶ୍ୱକପରେ ଭାଙ୍ଗିବ ଏହି ୧୦ ରେକର୍ଡ

ପୁରୀ: ଟି୨୦ ବିଶ୍ୱକପ ଆରମ୍ଭ ହୋଇଯାଇଛି । ୧୩ ନଭେମ୍ବରରେ ଜଣାପଡିବ କେଉଁ ଟିମ ବାଜି ମାରିବ । ତେବେ ଏହି ବିଶ୍ୱକପରେ ୧୦ ରେକର୍ଡ ଭାଙ୍ଗିବା ସମ୍ଭାବନା ସୃଷ୍ଟି ହୋଇଛି । ଆସନ୍ତୁ ଜାଣିବା କଣ ସେହି ରେକର୍ଡ.. ୧.ସର୍ବାଧିକ ବ୍ୟକ୍ତିଗତ ରନ: ଟି୨୦ ବିଶ୍ୱକପରେ ସର୍ବାଧିକ ବ୍ୟକ୍ତିଗତ ରନ…

ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ୩ ଗିରଫ

କାମାକ୍ଷାନଗର : ପରଜଙ୍ଗ ଲୋଧଣୀ ଗାଁରୁ ବ୍ୟାପକ ପରିମାଣର ନକଲି ବିଦେଶୀ ମଦ ଜବତ କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠି ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗର ମିଳିତ ଟିମ ପରଜଙ୍ଗର ବିଭିନ୍ନ ଅଂଚଳରେ ଚଢ଼ାଉ କରିଥିଲେ…

ଶିଶୁ ଗଳ୍ପ : ପ୍ରକୃତ ବନ୍ଧୁ

ଲଳିତ ମୋହନ ମିଶ୍ର ପପୁନ ପ୍ରତିଦିନ ସ୍କୁଲ ଯାଉଥିଲା ବାପାଙ୍କ ସହିତ କାରରେ । ପପୁନର ବାପା ଜଣେ ବଡ ବ୍ୟବସାୟୀ । ପପୁନ ଅନ୍ୟ ପିଲାମାନଙ୍କ ଠାରୁ ଟିକେ ଭିନ୍ନ । ସେ ବହୁତ ଶାନ୍ତ ଶିଷ୍ଟ ସରଳ ଏବଂ ଅମାୟିକ । କିଛି ନୂଆ କରିବା ଏବଂ କିଛି ନୂଆ ଶିଖିବାରେ ତାର ସବୁବେଳେ ଆଗ୍ରହ । ପପୁନର…

ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ ଇସ୍ତଫା ଦେଇପାରନ୍ତି

ଲଣ୍ଡନ:  ଲିଜ ଟ୍ରସ ବ୍ରିଟେନର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି । ଏହି ଚର୍ଚା ଏବେ ଆନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି । ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଥିବାରୁ ବ୍ରିଟେନବାସୀ ଏବେ ଅସନ୍ତୋଷ ପ୍ରକାଶ କରୁଛନ୍ତି । ନେତୃତ୍ବ ସଂକଟ ନେଇ ସାଂସଦମାନେ ମଧ୍ୟ…

ଅନୁବାଦ ଗଳ୍ପ : ଅଟକି ରହିବାର ମୋହ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୫୪ ମୂଳ ଇଂରାଜୀ: ଖୁସୱନ୍ତ ସିଂହ ପ୍ରଥମ ଥର ଲାଗି କେନେଥ୍ ଟାଇସନଙ୍କୁ ମୁଁ ଭେଟିଥିଲି ଜିମଖାନା କ୍ଲବର ଲାଉଞ୍ଜରେ । ମୋର ସ୍ପଷ୍ଟ ମନେଅଛି ସେଦିନ ୧୯୪୭ ମସିହା ଅଗଷ୍ଟ ୧୫ ତାରିଖ । ସେଇଦିନ ଭାରତ ସ୍ୱାଧୀନତା ହାସଲ କରିଥିଲା ।…

ଧାରାବାହିକ ଉପନ୍ୟାସ : ଦଗ୍ଧ ଉପବନ (୩୬)

ଶକ୍ତିପ୍ରଦା ମହାପାତ୍ରଙ୍କ ଧାରାବାହିକ ଉପନ୍ୟାସ ‘ଦଗ୍ଧ ଉପବନ’ ସମୟ ! ଓଃ ! ଯେତେ ନିଜକୁ ସେଇ ରହସ୍ୟମୟ ଖାଇ ଭିତରୁ ବାହାର କରିବାକୁ ଚେଷ୍ଟା କରୁଛି ଆସ୍ଥା ସେତେ ସେତେ ଧସେଇ ହୋଇ ପୁଣି ପଶି ଯାଉଛି ! ଭାରି ଅଜବ ଏ ଜୀବନ ! ନା ଆଉ ନୁହେଁ , ମତେ ଏଥିରୁ ସମ୍ପୂର୍ଣ୍ଣ ଭାବରେ କେମିତି…

ଆଜିଠୁ ଆରମ୍ଭ ହେବ ଆଇସିସି ଟି-୨୦ ବିଶ୍ୱକପ୍

ବ୍ରିସବେନ: ଆଜିଠୁ ଆରମ୍ଭ ହେବ ଆଇସିସି ଟି-୨୦ ବିଶ୍ୱକପ୍ । ଶ୍ରୀଲଙ୍କା ଏବଂ ନାମିବ୍ୟା ମଧ୍ୟରେ ପ୍ରଥମ ମ୍ୟାଚ ଆଜି ଆରମ୍ଭ ହୋଇଛି । ପ୍ରଥମେ ବ୍ୟାଟିଂ କରୁଛି ନାମିବ୍ୟା । ଟି୨୦ ବିଶ୍ୱକପର ଅଷ୍ଟମ ସଂସ୍କରଣ ପାଇଁ  ମୋଟ ୧୬ ଟି ଦେଶକୁ ନେଇ ଆୟୋଜିତ ଏହି ବିଶ୍ୱକପ ଅଷ୍ଟ୍ରେଲିଆର ୭ ଟି…