ଧାମନଗର ଭୋଟ୍ ୭ମ ରାଉଣ୍ଡ ସୁଦ୍ଧା ସୂରଜ ଆଗୁଆ
ଧାମନଗର: ଧାମନଗର ଭୋଟ୍ ଗଣତି କଡ଼ା ସୁରକ୍ଷା ବଳୟ ମଧ୍ୟରେ ଜାରି ରହିଛି । ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି । ୭ମ ରାଉଣ୍ଡରେ ସୂରଜ ୫୨୦୦ ଭୋଟରେ ଆଗରେ ରହିଛନ୍ତି । ତାଙ୍କୁ ୩୧,୯୦୮ ଖଣ୍ଡ ଭୋଟ୍ ମିଳିଛି ।
ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ…