Latest Odisha News

BREAKING NEWS

“ମୁଁ ନିଶ୍ଚିତ ଯେ କୋଭିଡ୍ ସମୟ ପରି, ଆମେ ଏହି ସଙ୍କଟକୁ ମଧ୍ୟ ଦୂର କରିବୁ”; ମଧ୍ୟପ୍ରାଚ୍ୟ ପରିସ୍ଥିତିକୁ…

ନୂଆଦିଲ୍ଲୀ: ଏକ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟପ୍ରାଚ୍ୟର ପରିସ୍ଥିତି ବିଷୟରେ ଆଲୋଚନା କରିଛନ୍ତି। ସେ କହିଥିଲେ ଯେ, ଶକ୍ତି ସଙ୍କଟ ଦେଶ ପାଇଁ ଏକ ପରୀକ୍ଷାର ସମୟ। ଏହି ସଙ୍କଟରୁ କୌଣସି ଦେଶ ମୁକ୍ତ ନୁହଁନ୍ତି। ଭାରତର ଶକ୍ତି ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଆମେ ସମସ୍ତ…

Iran’s new supreme leader: ଇରାନର ନୂତନ ସର୍ବୋଚ୍ଚ ନେତାଙ୍କ ପ୍ରଥମ ବୟାନ: ‘ହୋର୍ମୁଜ୍ ବନ୍ଦ ରହିବ,ପ୍ରତିଟି…

ନୂଆଦିଲ୍ଲୀ: ଇରାନର ନୂତନ ସର୍ବୋଚ୍ଚ ନେତା ମୁଜତାବା ଖାମେନି ତାଙ୍କର ପ୍ରଥମ ବାର୍ତ୍ତା ଜାରି କରିଛନ୍ତି। ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ହୋର୍ମୁଜ୍ ପ୍ରଣାଳୀ ବନ୍ଦ ରହିବ। ଇରାନ ପ୍ରତ୍ୟେକ ମୃତ୍ୟୁର ପ୍ରତିଶୋଧ ନେବ। ଆମେ କାହାର ସହିଦକୁ ଭୁଲିବୁ ନାହିଁ। ଆମେ ଇରାନ ଲୋକଙ୍କ ରକ୍ତର…

ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ;୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର:ବଲାଙ୍ଗୀର ଜିଲା ଲୋଇସିଂହା ଥାନା ରାମସିଂହା ଗାଁରେ ୨୦୧୮ ମସିହାରେ ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ହୋଇଥିଲା । ହତ୍ୟାକାଣ୍ଡ ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…

୧୭୦ ଟଙ୍କାର ଲୋଭ ଦେଖାଇ ସୁନା ଓ ଲକ୍ଷେରୁ ଉର୍ଦ୍ଧ ଟଙ୍କା ଲୁଟ

ଖୋର୍ଦ୍ଧା: ୬୦ ଗ୍ରାମ ସୁନା ଅଳଙ୍କାର ସହ ନଗଦ ୧ ଲକ୍ଷ ୪୪ ହଜାର ଟଙ୍କା ଲୁଟ । ଦୁଇଟି ବାଇକରେ ୩ ତିନି ଜଣ ଲୁଟେରା ଆସି ଲକ୍ଷ ଲକ୍ଷ ଟଙ୍କା ଲୁଟ୍ କରିଛନ୍ତି । ତେବେ ଅଭିନଵ ଢଙ୍ଗରେ ୧୭୦ ଟଙ୍କାର ଲୋଭ ଦେଖାଇ ଲୁଟ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏପରି ଘଟଣା ଘଟିଛି ବାଲୁଗାଁ ଥାନା…

ପୋଲିସ୍ ପକ୍ଷରୁ ଯୌନ ନିର୍ଯାତନା ବିଷୟରେ ଛାତ୍ରୀଛାତ୍ରଙ୍କୁ ବିଶେଷ ତାଲିମ୍

ଗଜପତି: ଗଜପତି ପୋଲିସ୍ ପକ୍ଷରୁ ବିଦ୍ୟାଳୟରେ ସ୍ଵତନ୍ତ୍ର ତାଲିମ୍ ଦିଆଯାଉଛି । ମୋହନା ଥାନା ଗୁଣ୍ଡୀମା ଆଦର୍ଶ ବିଦ୍ୟାଳୟରେ ପୋସ୍କୋ ଆଇନ୍ ଓ ଶିଶୁ ଯୌନ ନିର୍ଯାତନା ବିଷୟରେ ଛାତ୍ରୀଛାତ୍ରଙ୍କୁ ବିଶେଷ ତାଲିମ୍ ସହ ସଚେତନ କରାଯାଇଛି । ଶିଶୁମାନଙ୍କୁ ପ୍ରଲୋଭନ ଦେଖାଇ କିଛି ଅସାମାଜିକ ଯୁବକ…

ମଧ୍ୟପ୍ରାଚ୍ୟ ଯୁଦ୍ଧରେ ଏଯାବତ୍ ପ୍ରାଣ ହରାଇଛନ୍ତି ୩ ଭାରତୀୟ, ଜଣେ ନିଖୋଜ: ବୈଦେଶିକ ମନ୍ତ୍ରାଳୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧରେ ବର୍ତ୍ତମାନ ସୁଦ୍ଧା ୩ ଜଣ ଭାରତୀୟ ପ୍ରାଣ ହରାଇଛନ୍ତି । ଏନେଇ ଆଜି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ବୈଦେଶିକ ମନ୍ତ୍ରାଳୟ ମୁଖପାତ୍ର ରଣଧୀର ଜୟସ୍ୱାଲ ସୂଚନା ଦେଇ କହିଛନ୍ତି ଯେ, ଆମେ ଏପର୍ଯ୍ୟନ୍ତ ୩ ଜଣ ଭାରତୀୟ ନାଗରିକଙ୍କୁ…

ଆଦିବାସୀ ଓ ପଛୁଆ ବର୍ଗଙ୍କ ଉନ୍ନତି ପାଇଁ ୬୬୪୯ କୋଟିରୁ ଉର୍ଦ୍ଧ୍ବ ବଜେଟ୍

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନା କରିଛନ୍ତି ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏହି ଅବସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ଗଣ୍ଡ…

ଯୁବରାଜଙ୍କଠାରୁ ପାୱାର ହିଟିଂ ଶିଖୁଛନ୍ତି ରିଷଭ ପନ୍ତ

ନୂଆଦିଲ୍ଲୀ: ଆଇପିଏଲର ଗତ ସିଜନରେ ରିଷଭ ପନ୍ତ ଭଲ ପ୍ରଦର୍ଶନ କରିପାରି ନ ଥିଲେ । ଏବେ ଆଗାମୀ ସଂସ୍କରଣ ପୂର୍ବରୁ ଯୁବରାଜ ସିଂଙ୍କ ନିକଟରୁ ରିଷଭ ପନ୍ତ ପାୱାର ହିଟିଂ ଶିଖୁଛନ୍ତି । ଯୁବରାଜ ତାଙ୍କୁ ବଡ ବଡ ଶଟ କିପରି ଖେଳାଯିବ ସେ ନେଇ ସ୍ୱତନ୍ତ୍ର ଭାବେ ପ୍ରଶିକ୍ଷଣ ଦେଉଛନ୍ତି । ବାମହାତୀ…

ବିଜେପି ନେତାଙ୍କ ଭାଗିଦାରୀରେ ଲଘୁ ଖଣିଜ ସମ୍ପଦ ଲୁଟ୍ ଚାଲିଛି: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ବିଜେପି କ୍ଷମତାସୀନ ହେବା ପରଠାରୁ ବାଲି ମାଫିଆଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି ଏବଂ ବିଜେପି ନେତା ଓ କର୍ମୀଙ୍କ ପ୍ରୋତ୍ସାହନରେ ଏହା ଚାଲିଛି ବୋଲି ଅଭିଯୋଗ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ…

Damage Gas Pipeline: ପାକିସ୍ତାନକୁ ବଡ ଝଟକା; ତେଲ ସଙ୍କଟ ବେଳେ ଗ୍ୟାସ ପାଇପଲାଇନକୁ ଉଡ଼ାଇ ଦେଲେ…

ନୂଆଦିଲ୍ଲୀ: ସାରା ବିଶ୍ୱରେ ଏକ ପ୍ରକାରର ଇନ୍ଧନ ସଙ୍କଟ ଦେଖାଦେଇଥିବା ବେଳେ ପାକିସ୍ତାନକୁ ଏକ ନୂଆ ଝଟକା ଲାଗିଛି। ବୃଦ୍ଧି ପାଉଥିବା ଗ୍ୟାସ୍ ମୂଲ୍ୟ ମଧ୍ୟରେ ପାକିସ୍ତାନର ଏକ ପ୍ରମୁଖ ଗ୍ୟାସ୍ ପାଇପଲାଇନ୍ କ୍ଷତିଗ୍ରସ୍ତ ହୋଇଛି । ବେଲୁଚିସ୍ତାନର ସୁଇ ଗ୍ୟାସ କ୍ଷେତ୍ରରୁ କରାଚୀକୁ ଇନ୍ଧନ…