ଏସୀୟ ଚାମ୍ପିୟନ୍ସ ଟ୍ରଫି ହକି: ପାକିସ୍ତାନ ଦଳ ଆସିବ ଭାରତ
ମୋହାଲି: କ୍ରିକେଟରେ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସିରିଜ୍ ବନ୍ଦ ରହିଥିଲେ ବି ହକିରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ ପୁଣିଥରେ ମୁହାଁମୁହିଁ ହେବାକୁ ଯାଉଛନ୍ତି । ପଞ୍ଜାବରେ ଆୟୋଜିତ ହେବାକୁ ଥିବା ପୁରୁଷ ଏସୀୟ ଚାମ୍ପିୟନ୍ସ ଟ୍ରଫି ୨୦୨୬ର ହକି ଟୁର୍ନାମେଣ୍ଟରେ ଭାଗ ନେବା ପାଇଁ…