Latest Odisha News

BREAKING NEWS

ପାରା ୱାର୍ଲ୍ଡ ବ୍ୟାଡମିଂଟନ: ସିଙ୍ଗଲ୍ସ, ଡବଲ୍ସ ସେମିରେ ଓଡିଶାର ପ୍ରମୋଦ

ଟୋକିଓ: ଏଠାରେ ଚାଲିଥିବା ପାରା ବ୍ୟାଡମିଂଟନ ୱାର୍ଲ୍ଡ ଚାମ୍ପିୟନଶିପରେ ଚମତ୍କାର ପ୍ରଦର୍ଶନ ଜାରୀ ରଖିଛନ୍ତି ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡିଶାର ପ୍ରମୋଦ ଭଗତ । ସେ ପୁରୁଷ ସିଙ୍ଗଲ୍ସ ଏବଂ ଡବଲ୍ସର ସେମିଫାଇନାଲରେ ପ୍ରବେଶ କରି ପଦକ ସମ୍ଭାବନା ସୃଷ୍ଟି କରିଛନ୍ତି । ଏସଏଲ୩…

ଅଷ୍ଟ୍ରେଲିଆ ନିକଟରୁ ହାରିବା ପରେ ଅଧିନାୟକ ପଦରୁ ଇସ୍ତଫା ଦେଲେ ମହମ୍ମଦ ନବୀ

ମେଲବୋର୍ଣ୍ଣ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟରେ ଆଫଗାନିସ୍ତାନର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ଦଳ ଆଜି ତାର ସୁପର ୧୨ର ଅନ୍ତିମ ମୁକାବିଲାରେ ଅଷ୍ଟ୍ରେଲିଆ ନିକଟରୁ ୪ ରନରେ ହାରିଯାଇଛି । ଏହି ସଂଘର୍ଷପୂର୍ଣ୍ଣ ମୁକାବିଲା ପରେ ଆଫଗାନିସ୍ତାନର ଅଧିନାୟକ ମହମ୍ମଦ ନବୀ ତାଙ୍କ ପଦରୁ ଇସ୍ତଫା…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତ ନେଇ ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ବୈଠକ

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଛି । ଏହି ବୈଠକରେ ଛତିଶା ନିଯୋଗ ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ । ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…

ଜଣେ ଶିକ୍ଷକଙ୍କ ପାଇଁ ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ନୂଆପଡ଼ା: ଶିକ୍ଷକଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ । ଏକାଠି ହେଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ ଡ଼ମଝର ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ନେଇ ବିବାଦ ଦେଖା ଦେଇଛି । ଯାହାକୁ ନେଇ ଅଭିଭାବକଙ୍କ ସହ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।…

ତ୍ରିସ୍ତରୀୟ ସୁରକ୍ଷା ଭିତରେ ଷ୍ଟ୍ରଙ୍ଗରୁମରେ ଇଭିଏମ୍, ରବିବାର ସକାଳ ୮ରୁ ଭୋଟ୍ ଗଣତି

ଭଦ୍ରକ: ଧାମନଗର ଉପନିର୍ବାଚନରେ ୫ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଛି । ଆସନ୍ତା ୬ ତାରିଖ ରବିବାର ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହେବ । ଷ୍ଟ୍ରଙ୍ଗରୁମରେ ତ୍ରିସ୍ତରୀୟ ସୁରକ୍ଷା ଭିତରେ ଇଭିଏମ୍ ରଖାଯାଇଛି । ୩ ତାରିଖରେ ହୋଇଥିବା ଭୋଟ୍ ଗ୍ରହଣରେ ଧାମନଗରରେ ୬୮.୯୮ ପ୍ରତିଶତ ମତଦାନ…

ଶ୍ରୀମନ୍ଦିରରେ ପଞ୍ଚୁକ ବ୍ରତ, ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ମାସର ପଞ୍ଚୁକ ବ୍ରତ । ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିବା ବେଳେ ଦୀର୍ଘ ଦୁଇ ବର୍ଷର ପ୍ରତୀକ୍ଷା ପରେ ଏହି ଦୁର୍ଲଭ ବେଶ ଦର୍ଶନ କରିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ସକାଳୁ ସକାଳୁ ଦ୍ୱାରଫିଟା ପରେ ମଙ୍ଗଳ…

୯ ଦଫା ଦାବି ନେଇ ସୋନପୁରରେ ଡ୍ରାଇଭର ମହାସଂଘର ଦଣ୍ଡବତ ପ୍ରତିବାଦ

ସୋନପୁର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଡ୍ରାଇଭର ମହାସଂଘର ଦଣ୍ଡବତ ପ୍ରତିବାଦ ଜାରି ରହିଛି । ଆଜି ସୁବର୍ଣ୍ଣପୁର ଜିଲ୍ଲା ଡ୍ରାଇଭର ମହାସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି । ସୋନପୁର ସହରର ସୁରେଶ୍ବରୀ ମନ୍ଦିରରୁ ଡ୍ରାଇଭର ମାନେ ଦଣ୍ଡବତ ଯାତ୍ରା କରି ସହର ପରିକ୍ରମା କରିବା ସହିତ ଜିଲ୍ଲାପାଳଙ୍କ…

ଈସୁଦାନ ଗଡ଼ବି ‘ଆପ୍’ର ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଅହମଦାବାଦ: ଆମ ଆଦମୀ ପାର୍ଟି ଗୁଜରାଟରେ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ଈସୁଦାନ ଗଡ଼ବିଙ୍କୁ ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି । ଏହା ପୂର୍ବରୁ ଅକ୍ଟୋବର ୨୯ରେ କେଜ୍ରିୱାଲ୍ ସୁରଟରେ ସାମ୍ବାଦିକ ସମ୍ମିଳନୀ…

ଭୁବନେଶ୍ୱର ଏମ୍ସରୁ ୧୨ ଦଲାଲ ଗିରଫ

ଭୁବନେଶ୍ୱର: ଏମ୍ସ ପରିସରରୁ ୧୨ ଜଣ ଦଲାଲଙ୍କୁ ପୋଲିସ ଗିରଫ କରିଛି । ରୋଗୀଙ୍କୁ ସାହାଯ୍ୟ କରିବା ନାଁରେ ଏହି ଦଲାଲ୍ ମାନେ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହେଉଥିଲା । ଦଲାଲଙ୍କୁ ଧରିବା ଲାଗି ପୋଲିସ ରୋଗୀ ବେଶରେ ଯାଇଥିଲେ । ଦଲାଲ୍ ଏମ୍ସ ଓପିଡି ଟିକେଟକୁ ୫ ହଜାର ଟଙ୍କାରେ ବିକ୍ରି କରୁଥିଲେ…

ପ୍ରଦୂଷଣ ପାଇଁ ରାଜଧାନୀରେ ଅନିର୍ଦ୍ଦିଷ୍ଟ କାଳ ଯାଏ ପ୍ରାଥମିକ ବିଦ୍ୟାଳୟ ବନ୍ଦ

ନୂଆଦିଲ୍ଲୀ: କମୁନି ପ୍ରଦୂଷଣ, ଅଣନିଶ୍ୱାସୀ ଜନ ଜୀବନ । ରାଷ୍ଟ୍ରୀୟ ରାଜଧାନୀରେ ବଢ଼ୁଥିବା ପ୍ରଦୂଷଣକୁ ଦେଖି ବିଦ୍ୟାଳୟ ବନ୍ଦ ପାଇଁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର । ଆସନ୍ତାକାଲି ଶନିବାର ଠାରୁ ଦିଲ୍ଲୀର ସମସ୍ତ ପ୍ରାଥମିକ ବିଦ୍ୟାଳୟ ଅନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ବନ୍ଦ ରହିବ ।…