ସନେଟ : ଦାଦନ ଦାନବ
ମାନସ ରଞ୍ଜନ ନାୟକ
ଘର୍ଘର ନାଦରେ ଅଗ୍ରସର ପ୍ରଗତିର ନନ୍ଦୀଘୋଷ
ପତିତ ଉଦ୍ଧାର ପ୍ରାୟେ ମୋକ୍ଷପାଏ ଭୋକଶୋଷ
ଭକତ ସାନ୍ନିଧ୍ୟରେ ଜଗା ବଡଦାଣ୍ଡେ ଧୂଳିଧୂସର
ଭିଟାମାଟି ବଦଳରେ ଦାଦନର ଚାବୁକ୍ ପ୍ରହାର ।
ବିଜ୍ଞାନର ଆସ୍ଫର୍ଦ୍ଧାରେ ଫଳପ୍ରଦ ଚନ୍ଦ୍ରମା ବିଜୟ
ଉଦର ଜ୍ବାଳାରେ ମୁଣ୍ଡ…