ଛାତିରେ ପଶିଯାଇଥିଲା ବାଉଁଶ: ନୂଆ ଜୀବନ ଦେଲେ କିମ୍ସ ଡାକ୍ତର
ଭୁବନେଶ୍ୱର : ଛାତିରେ ବାଉଁଶ ପଶି ଯାଇଥିଲା । ଅସହ୍ୟ ଜନ୍ତ୍ରଣା ହେବା ସହ ଜୀବନ ସହ ସଂଘର୍ଷ କରୁଥିବା ସମୟରେ କିମ୍ସ ଡାକ୍ତର ଦେଲେ ନୂଆ ଜୀବନ। ପୁରୀ ଜିଲ୍ଲା ଚନ୍ଦନପୁର ବ୍ଲକ୍ ତଳଜଙ୍ଗ ଅଞ୍ଚଳର ୪୦ ବର୍ଷୀୟ ତପନ ପରିଡ଼ା ନିଜ ଜମି ନିକଟସ୍ଥ ସାଇଫନରେ ପାଣି ଦେଖୁଥିବା ବେଳେ ବାଡ଼…